୫ ଦିନରେ କେରଳମ୍‌ ଛୁଇଁବ ମୌସୁମି

ଭୁବନେଶ୍ବର: ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମି ବାୟୁ କେରଳମ୍‌ ଏବଂ ତାମିଲନାଡ଼ୁର କିଛି ଅଞ୍ଚଳ ଛୁଇଁବାର ସମ୍ଭାବନା ରହିଛି। ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଶନିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମୌସୁମି ବୁଲେଟିନରେ ଏହା ସ୍ପଷ୍ଟ କରିଛି। ସାଧାରଣତଃ ଦକ୍ଷିଣ- ପଶ୍ଚିମ ମୌସୁମି ବାୟୁ ଜୁନ ୧ରେ କେରଳମ୍‌ ଛୁଇଁଥାଏ। ତେବେ ଚଳିତବର୍ଷ ମେ’ ୨୬ରେ ମୌସୁମି କେରଳମ୍‌ ଛୁଇଁବ ବୋଲି ଆଇଏମଡି ପୂର୍ବାନୁମାନ କରିଥିଲା। ଯାହା ପରବର୍ତ୍ତୀ ସମୟରେ ଭୁଲ ପ୍ରମାଣିତ ହୋଇଥିଲା। ସଦ୍ୟତମ ବିଶ୍ଲେଷଣ ଅନୁଯାୟୀ ଆସନ୍ତା ୫ ଦିନରେ ମୌସୁମି କେରଳମ୍‌ ଛୁଇଁବ ବୋଲି ଆଇଏମଡି କହିଛି।

  • Related Posts

    ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

    ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

    Continue reading
    ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଗଠିତ ବ୍ରିକ୍ସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆଜିଠାରୁ ପୁରୀରେ ଆରମ୍ଭ

    ଭୁବନେଶ୍ୱର: ଭାରତ ୨୦୨୬ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀ ବୈଠକର ଅଧ୍ୟକ୍ଷତା କରୁଥିବା ବେଳେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) ପକ୍ଷରୁ ପୁରୀ ଠାରେ ବ୍ରିକ୍ସ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆୟୋଜନ କରାଯାଉଛି । ଆଜି ଠାରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ