ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC

ବାରଙ୍ଗ: ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC ନିରଞ୍ଜନ ବେହେରାଙ୍କୁ ବଦଳି କରାଯାଇ କଟକ DCP ଅଫିସକୁ ପଠାଯାଇଛି। ଏହି ଘଟଣା ପରେ ପୋଲିସ ବିଭାଗ ଉପରେ ଚାପ ବଢ଼ିଥିବା ବେଳେ, ତଦନ୍ତ ଆରମ୍ଭ ହୋଇଥିବା ସୂଚନା ମିଳିଛି। ଯୁବକଙ୍କୁ ଥାନାରେ ଅମାନବିକ ବ୍ୟବହାର କରାଯାଇଥିବା ଅଭିଯୋଗ ସାମ୍ନାକୁ ଆସିଥିଲା, ଯାହା ପରେ ଏହି ବଦଳି ହୋଇଛି। ଏପରିସ୍ଥିତିରେ ପୁରୀଘାଟ ଥାନାର IIC ବିଶ୍ବରଞ୍ଜନ ନାୟକଙ୍କୁ ବାରଙ୍ଗ ଥାନା IIC ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ସେ ଅସ୍ଥାୟୀ ଭାବେ ବାରଙ୍ଗ ଥାନାର କାର୍ଯ୍ୟଭାର ନେବେ। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଚାଲିଥିବା ବେଳେ, ପୋଲିସ ପକ୍ଷରୁ ତଦନ୍ତ ପରେ ଆଗାମୀ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି।

  • Related Posts

    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading
    ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ; ବ୍ରିକ୍ସ ମଞ୍ଚରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୋହନ

    ପୁରୀ: ପ୍ରାୟ ୮,୩୦୧ କୋଟି ଟଙ୍କାର ବ୍ୟୟ ଅଟକଳରେ ରାମେଶ୍ୱରରୁ ପାରାଦୀପ ୧୬୦ କିଲୋମିଟର ବିଶିଷ୍ଟ କୋଷ୍ଟାଲ ଗ୍ରୀନଫିଲ୍ଡ ଉପକୂଳ ରାଜମାର୍ଗ ନିର୍ମାଣ ହେବ । ଏହି ଜାତୀୟ ରାଜପଥ ଓଡ଼ିଶାର ବିପର୍ଯ୍ୟୟ ପ୍ରସ୍ତୁତି ଏବଂ ମୁକାବିଲା କ୍ଷମତାକୁ ଯଥେଷ୍ଟ ଶକ୍ତିଶାଳୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ