ଟ୍ରକକୁ ଧକ୍କା ଦେଲା ବସ୍; କଣ୍ଡକ୍ଟର ମୃତ

ଆଠମଲ୍ଲିକ: ଅନୁଗୋଳ- ସମ୍ବଲପୁର ଜାତୀୟ ରାଜପଥ ଲୁହାମୁଣ୍ଡା ନିକଟରେ ଭୟଙ୍କର ଦୁର୍ଘଟଣା। କୋଇଲା ବୋଝେଇ ଟ୍ରକକୁ ଧକ୍କା ଦେଲା ଦିଲଖୁସ ନାମକ ଯାତ୍ରୀବାହୀ ବସ। ଫଳରେ ବସ୍ କଣ୍ଡକ୍ଟରଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବକ, ବିଳମ୍ୱିତ ରାତି ପ୍ରାୟ ଅଢେଇଟା ସମୟରେ ଦିଲଖୁସ ବସ୍ ଭୁବନେଶ୍ୱରରୁ ବାହାରି ଝାରସୁଗୁଡ଼ା ଅଭିମୁଖେ ଯାଉଥିଲା। ହେଲେ ଲୁହାମୁଣ୍ଡା ନିକଟରେ ଭାରସାମ୍ୟ ହରାଇ ବସଟି ରାସ୍ତା କଡ଼ରେ ଛିଡା ହୋଇଥିବା ଏକ କୋଇଲା ବୋଝେଇ ଟ୍ରକକୁ ଧକ୍କା ଦେଇଥିଲା।ଫଳରେ ବସ କଣ୍ଡକ୍ଟରଙ୍କର ମୃତ୍ୟୁ ହୋଇଥିବାର ସୁଚନା ମିଳିଛି। ସେପଟେ ଏନେଇ ଖବର ପାଇ ଘଟଣର ତଦନ୍ତ କରୁଛି ପୁଲିସ ।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ