ମନ୍ଦିର କୂଅରୁ ମିଳିଲା ଯୁବକଙ୍କ ମୃତଦେହ

ବ୍ରାହ୍ମଣୀ ଗାଁ : ଆଜି ସକାଳୁ ଟାଉନ ଥାନା ଅନ୍ତର୍ଗତ ବ୍ରାହ୍ମଣୀ ଗାଁ ସ୍ଥିତ ଶିବ ମନ୍ଦିର ପରିସରରେ ଥିବା କୂଅରେ ରଶି ଦେଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା । ଏହାର କାରଣ ଅସ୍ପଷ୍ଟ ଥିବାବେଳେ ଟାଉନ ପୁଲିସ୍ ଖବର ପାଇ ତଦନ୍ତ ଆରମ୍ଭ କରିଛି । ପରିବାରଲୋକେ କହିବା ଅନୁଯାଇ ତାଙ୍କର ମସ୍ତିଷ୍କ ବିକୃତି ଥିବା ଜଣାପଡ଼ିଥିବାବେଳେ ତିନି ଦିନ ହେବ ସେ ଘରେ ନଥିଲେ ।
ଆଜି ସକାଳୁ ବ୍ରାହ୍ମଣୀ ଗାଁ ସ୍ଥିତ ଶିବ ମନ୍ଦିର ପରିସରରେ ଥିବା କୂଅରୁ ଦୁର୍ଗନ୍ଧ ବାହରିବାରୁ ଲୋକେ ଯାଇ ଦେଖି ଥିଲେ । ସେଠାରେ ମୃତ ଡ଼ମା ନାଏକ ବେକରେ ରଶି ଦେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଥିଲା । ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ଅଗ୍ନିଶମ ବିଭାଗ କର୍ମଚାରୀ ତାଙ୍କୁ ଉଦ୍ଧାର କରି ବ୍ୟବଛେଦ ପାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ