ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ

ଭୁବନେଶ୍ୱର: ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ। ଆସନ୍ତାକାଲି ସନ୍ଧ୍ୟା ପର୍ୟ୍ୟନ୍ତ ସର୍ବସାଧାରଣଙ୍କ ପ୍ରଦର୍ଶନକୁ ପରିଦର୍ଶନ କରିପାରିବେ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରଦର୍ଶନୀ ମଧ୍ୟରେ ପ୍ରମୋସନାଲ ଷ୍ଟଲଗୁଡିକ ବୁଲି ଦେଖିବେ ସାଧାରଣ ଜନତା ଏବଂ ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀ। ଭୁବନେଶ୍ୱର ଜନତା ମଇଦାନ ୩ ଦିନିଆ ପ୍ରବାସୀ ଭାରତୀୟ ସମ୍ମିଳନୀରେ ବିଦେଶରେ ରହୁଥିବା ପ୍ରବାସୀମାନେ ଯୋଗ ଦେଇଥିଲେ।ଏହି ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିଥିଲେ। ଗତକାଲି ଉଦଯାପିତ ଦିବସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ବିଶ୍ବର ୨୪ ରାଷ୍ଟ୍ରର ୨୭ ଜଣ ସଫଳ ପ୍ରବାସୀଙ୍କୁ ‘ପ୍ରବାସୀ ଭାରତୀୟ ସମ୍ମାନ’ରେ ସମ୍ମାନିତ କରିଥିଲେ।.

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି