ଏଚ୍‌ଏମ୍‌ପିଭି: ଆଜି ସ୍ଵାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ

ଭୁବନେଶ୍ଵର : ଚିନ୍ତା ବଢାଉଛି ଏଚ୍‌ଏମ୍‌ପିଭି। ଦିନକୁ ଦିନ ଦେଶରେ ଏଚଏମ୍‌ପିଭି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଆଜି ଏଚଏମପିଭିକୁ ନେଇ ସ୍ଵାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ ବସିବ। ଲୋକସେବା ଭବନରେ ସ୍ଵାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ରାଜ୍ୟର ସମସ୍ତ ସିଡିଏମଓ ଏବଂ ଜନସ୍ଵାସ୍ଥ୍ୟ ଅଧିକାରୀ ମାନେ ଏହି ବୈଠକରେ ଉପସ୍ଥିତ ରହିବେ। ସବୁ ଜିଲ୍ଲାର ସ୍ଥିତି ଏବଂ ପ୍ରସ୍ତୁତିକୁ ନେଇ ଆଲୋଚନା କରାଯିବ। ଏଚଏମ୍‌ପିଭିକୁ ନେଇ କେନ୍ଦ୍ରର ଗାଇଡ୍ ଲାଇନକୁ ଅପେକ୍ଷା କରାଯାଇଛି। ଏହାପରେ ପରବର୍ତ୍ତୀ କାର୍ୟ୍ୟ ପନ୍ଥା ଗ୍ରହଣ କରାଯିବ। ତେବେ ଏଚଏମପିଭି ମୁକାବିଲା ନେଇ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଥିବାବେଳେ ରାଜ୍ୟ ନିରୀକ୍ଷଣ ବ୍ୟବସ୍ତା ଜାରି ରହିଛି।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି