ରାଜ୍ୟରେ ପୁଣି ବଢିବ ଶୀତ

ଭୁବନେଶ୍ଵର: ରାଜ୍ୟରେ ପୁଣି ବଢିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ପ୍ରବଳ ଶୀତ ଅନୁଭୂତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୧୭ ତାରିଖ ପରଠାରୁ ତାପମାତ୍ରା କମିବା ସହ ଶୀତ ବଢିବ। ସ୍ଵାଭାବିକ ଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ କମିବା ନେଇ ସୂଚନା ମିଳିଛି। ଆସନ୍ତା ଦୁଇ ପର୍ୟ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ। ଅନ୍ୟପଟେ ୧୬ ତାରିଖ ଯାଏଁ ଘନ କୁହୁଡି ନେଇ କିଛି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ବିଶେଷ କରି ୩ ଜିଲ୍ଲା ଅଧିକ କୁହୁଡି ଦୃଶ୍ୟମାନ ହେବ। କଳାହାଣ୍ଡି , କନ୍ଧମାଳ ଏବଂ କୋରାପୁଟ ଜିଲ୍ଲାକୁ ସତର୍କ କରାଯାଇଛି। ଏସବୁ ଜିଲ୍ଲା ରେ ୫୦ ମିଟର ତଳକୁ ଖସି ଆସିବ ଦୃଶ୍ୟମାନ କ୍ଷମତା।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି