ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ଏଏସ୍‌ଆଇ

ଭୁବନେଶ୍ୱର: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଭିଜିଲାନ୍ସ ଟିମ୍‌ ଧରିଛି।

ସୂଚନା ଥାଉକି, ମଞ୍ଚେଶ୍ୱର ଥାନା ଏଏସଆଇ ଏକ ମାମଲା ପାଇଁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ତାଙ୍କ ସହ ଜଣେ ହୋମ୍‌ଗାର୍ଡ ମଧ୍ୟ ଏହି ମାମଲାରେ ସମ୍ପୃକ୍ତ ଥିଲେ। ଏଏସଆଇ ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ି ବସିଥିଲା। ଭିଜିଲାନ୍ସ ଟିମ୍ ଉଭୟଙ୍କୁ ଅଟକ ରଖି ପଚରାଉଚରା କରିବା ସହ ଲାଞ୍ଚ ଟଙ୍କା ଜବତ କରିଥିଲା।

  • Related Posts

    ‘ଶୀତଳ ଷଷ୍ଠୀ’ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

    ଭୁବନେଶ୍ୱର/ସମ୍ବଲପୁର: ‘ପବିତ୍ର ଶୀତଳ ଷଷ୍ଠୀ’ରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ଭିଡିଓ ବାର୍ତ୍ତା । ଓଡ଼ିଶାର ଗୌରବମୟ ସାଂସ୍କୃତିକ ତଥା ଆଧ୍ୟାତ୍ମିକ ପର୍ବ ଅବସରରେ ସମଗ୍ର ଓଡ଼ିଶାବାସୀ, ବିଶେଷ କରି ସମ୍ବଲପୁରର ଗୁରୁଜନ, ମା’, ଭଉଣୀ…

    Continue reading
    ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

    ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ ଏୟାରଷ୍ଟ୍ରିପ୍‌ରେ ପହଞ୍ଚି ସନ୍ଧ୍ୟାରେ ରାଇରଙ୍ଗପୁରରେ ଏମ୍ସ ସାଟେଲାଇଟ୍‌ ସେଣ୍ଟର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ