ଜେଲ୍ ଛକରୁ ଜବରଦଖଲ ଉଚ୍ଛେଦ

ଦେବଗଡ:ପୌରାଞ୍ଚଳର ଜେଲ ଛକରୁ ଆଜି ଜବରଦଖଲ ଉଚ୍ଛେଦ କରାଯାଇଛି। ବହୁ ବର୍ଷ ହେଲା ଜେଲ ଛକରେ ଥିବା ସରକାରୀ ଜାଗାରେ ଦୋକାନ ଗୃହ ଏବଂ କ୍ୟାବିନ ନିର୍ମାଣ କରି ବ୍ୟବସାୟୀମାନେ ନିଜ ପରିବାର ପ୍ରତିପୋଷଣ କରୁଥିଲେ।ତେବେ ଆଜି ପ୍ରଶାସନ ପକ୍ଷରୁ ଜେସିବି ଲଗାଇ ସମସ୍ତ ଦୋକାନ ଗୃହ ଏବଂ କ୍ୟାବିନ ଭାଙ୍ଗି ଦେବା ସହିତ ଜବରଦଖଲ ଉଚ୍ଛେଦ କରାଯାଇଛି । ଦେବଗଡ ତହସିଲଦାର କର୍ଣ୍ଣ ମଲ୍ଲିକଙ୍କ ତତ୍ତ୍ୱାବଧାନରେ ପୁଲିସ ଉପସ୍ଥିତି ରେ
ଜବର ଦଖଲ ଉଚ୍ଛେଦ କରାଯାଇଥିଲା ।ଉକ୍ତ ସରକାରୀ ସ୍ଥାନରେ ପ୍ରଶାସନ ତରଫରୁ କୌଣସି ପ୍ରକଳ୍ପ ନିର୍ମାଣ କରାଯିବ ବୋଲି ଜଣାପଡ଼ିଛି।ପୂର୍ବରୁ ସେମାନଙ୍କୁ ଉଚ୍ଛେଦ ପାଇଁ ନୋଟିସ ମଧ୍ୟ ଦିଆଯାଇଥିଲା।

  • Related Posts

    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।  ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ  ବାସଭବନରେ…

    Continue reading
    ଆଜିଠୁ ସପ୍ତାହେ ଯାଏ ବର୍ଷା

    ଭୁବନେଶ୍ୱର:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ