ଚାମ୍ପିୟନ୍ସ ଟ୍ରଫି ପାଇଁ ଭାରତୀୟ ଟିମ୍‌ ଘୋଷଣା

ବ୍ୟୁରୋ : ୨୦୨୫ ଚାମ୍ପିୟନ୍ସ ଟ୍ରଫି ପାଇଁ ବିସିସିଆଇ ପକ୍ଷରୁ ୧୫ ଜଣିଆ ଟିମ୍‌ ଘୋଷଣା କରାଯାଇଛି । ଟିମ୍‌ ଇଣ୍ତିଆର ଅଧିନାୟକ ଦାୟିତ୍ୱ ତୁଲାଇବେ ରୋହିତ ଶର୍ମା । ଉପଅଧିନାୟକ ରହିବେ ଶୁଭମନ ଗିଲ୍‌ । ପୁଣି ଟିମ୍‌କୁ ଫେରିଲେ ଷ୍ଟାର ବୋଲର୍‌ ମହମ୍ମଦ ସାମି ।

ଏହାଛଡ଼ା ଟିମ୍‌ରେ ବିରାଟ କୋହଲି, ଲୋକେଶ ରାହୁଲ, ଶ୍ରେୟସ ଆୟର, ହାର୍ଦ୍ଦିକ ପାଣ୍ତ୍ୟା, ଋଷଭ ପନ୍ତ, ଅକ୍ଷର ପଟେଲ, ୱାଶିଂଟନ ସୁନ୍ଦର, କୁଲଦୀପ ଯାଦବ, ଯଶପ୍ରୀତ ବୁମରା ସାମିଲ ଅଛନ୍ତି ।

୧୫ ମାସ ପରେ ଦଳକୁ ଫେରିଛନ୍ତି ଟିମ୍‌ ଇଣ୍ତିଆର ଷ୍ଟାର ବୋଲର୍‌ ମହମ୍ମଦ ସାମି । ସବୁଠୁ ବଡ଼ କଥା ହେଉଛି ଯଶପ୍ରୀତ ବୁମରାଙ୍କୁ ମଧ୍ୟ ଦଳରେ ସାମିଲ କରାଯାଇଛି । ଆହତ ସମସ୍ୟା ନେଇ ତାଙ୍କ ଉପରେ ପ୍ରଶ୍ନ ଉଠୁଥିବା ବେଳେ ବିସିସିଆଇ ପକ୍ଷରୁ ଏଥିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ।

ଭାରତୀୟ ଦଳ : ରୋହିତ ଶର୍ମା(ଅଧିନାୟକ), ଶୁଭମନ ଗିଲ୍‌(ଉପଅଧିନାୟକ), ବିରାଟ କୋହଲି, ଲୋକେଶ ରାହୁଲ, ଶ୍ରେୟସ ଆୟର, ହାର୍ଦ୍ଦିକ ପାଣ୍ତ୍ୟା, ଋଷଭ ପନ୍ତ, ଅକ୍ଷର ପଟେଲ, ୱାଶିଂଟନ ସୁନ୍ଦର, କୁଲଦୀପ ଯାଦବ, ଯଶପ୍ରୀତ ବୁମରା, ରବିନ୍ଦ୍ର ଜାଡେଜା, ଅର୍ଶଦୀପ ସିଂ, ଯଶସ୍ୱୀ ଯୟସ୍ୱାଲ

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ