ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଂଗ : SCERT କାର୍ଯ୍ୟାଳୟରେ ତଦନ୍ତ କମିଟି ସଦସ୍ୟ

ଭୁବନେଶ୍ବର: ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଂଗ । SCERT କାର୍ଯ୍ୟାଳୟରେ ଘଣ୍ଟୁଛି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗଠିତ ତଦନ୍ତ କମିଟି। ଦୋଷୀଙ୍କ ବିରୋଧରେ ହୋଇପାରେ କାର୍ଯ୍ୟାନୁଷ୍ଠାନ ! ସୂଚନା ଅନୁଯାୟୀ, ବୁଧବାର ସକାଳୁ SCERT ଅଫିସରେ ପହଁଛିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଗଠିତ ହୋଇଥିବା ତଦନ୍ତ କମିଟି ସଦସ୍ୟ । ଓଡ଼ିଆଭାଷା ସାହିତ୍ୟ ସଂସ୍କୃତି ବିଭାଗ ସଚିବ ବିଜୟ କେତନ ଉପାଧ୍ୟାୟ ଏବଂ ଗଣଶିକ୍ଷା ସଚିବ ଏନ୍ ତିରୁମଲା ନାୟକଙ୍କ ସହ ଯୋଜନା ଏବଂ ସଂଯୋଜନା ବିଭାଗ ଅଧିକରୀ ପହଞ୍ଚି ଛାନଭିନ୍ ଆରମ୍ଭ କରିଛନ୍ତି । କେଉଁ ପରିସ୍ଥିତିରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପିଲାଙ୍କ ବହିରେ ଏତେ ମାତ୍ରାରେ ତ୍ରୁଟି ରହିଲା, ତାହାର କାରଣ ଖୋଜୁଛି ଖୋଜୁଛନ୍ତି ଟିମ୍।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ