୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସିଙ୍ଗାପୁର ସରକାରଙ୍କ ସହ ଓଡ଼ିଶା ସରକାରଙ୍କର ୮ଟି ଗୁରୁତ୍ବପୂର୍ଣ୍ଣ ଏମ୍‌ଓୟୁ ସ୍ୱାକ୍ଷରିତ ହୋଇଛି। ଏହାଦ୍ୱାରା ଓଡ଼ିଶାରେ ପୁଞ୍ଜି ନିବେଶ ହେବା ସହ ସହରାଞ୍ଚଳ ଯୋଜନା, ବନ୍ଦର ପରିଚାଳନା, ଲଜିଷ୍ଟିକ୍‍ସ, ସବୁଜ ଶକ୍ତି ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଅଧିକ ସହଯୋଗର ସମ୍ଭାବନା ସୃଷ୍ଟି ହେବ। ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନମୁଗରତ୍ନମଙ୍କ ଓଡ଼ିଶା ଗସ୍ତ ନେଇ ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ଏକ ଏତିହାସିକ ଘଟଣା। ଆଗାମୀ ଦିନରେ ଦେଶର ଶ୍ରେଷ୍ଠ ୫ ରାଜ୍ୟ ମଧ୍ୟରେ ଓଡ଼ିଶା ସ୍ଥାନ ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶା ଏକ ସମ୍ଭାବନାର ରାଜ୍ୟ। ଏହା ଗ୍ରୋଥ୍ ଇଞ୍ଜିନ୍ ଭାବେ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭିତ୍ତିଭୂମି ସୁଦୃଢ଼ ଏବଂ ରାଜ୍ୟକୁ ନିବେଶ ଆଣିବାକୁ ସରକାର କାର୍ଯ୍ୟ କରୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ଛାତ୍ରୀଙ୍କୁ ନିର୍ୟାତନା: ପଦରୁ ହଟିଲେ ଓଡ଼ିଆ ବିଭାଗ ଏଚ୍‌ଓଡି

    ବାଲେଶ୍ୱର: ଜଣେ ଛାତ୍ରୀଙ୍କୁ ନିର୍ୟାତନା ଦେବା ଅଭିଯୋଗରେ ଫକୀର ମୋହନ ସ୍ୱୟଂଶାସିତ କଲେଜର ଓଡ଼ିଆ ବିଭାଗର ବିଭାଗୀୟ ମୁଖ୍ୟ (ଏଚ୍‌ଓଡି) ତଥା ଆସିଷ୍ଟାଣ୍ଟ ପ୍ରଫେସର ଡ. ସନ୍ତୋଷ କୁମାର ନାୟକଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି।ଏହି ମାମଲାକୁ କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…

    Continue reading
    ଝାଡ଼ାବାନ୍ତିରେ ଛାତ୍ରୀଙ୍କ ମୃତ୍ୟୁ, ପ୍ରଧାନଶିକ୍ଷକ ନିଲମ୍ବିତ

    ରାସଗୋବିନ୍ଦପୁର: ଦୁଇ ଦିନ ତଳେ ସକାଳେ ପଖାଳ ଭାତ ଓ ଆଳୁ ଚଟଣୀ ଖାଇବା ପରେ ଝାଡ଼ାବାନ୍ତି ହେବାରୁ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ୍‌ କାକବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲର ପ୍ରାୟ ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ