ଧର୍ମେନ୍ଦ୍ର ପ୍ରଧାନ ଫ୍ୟାନ କ୍ଲବ ପକ୍ଷରୁ ମା ରମ୍ଭାଦେବୀ ପୀଠ ସଫେଇ

ଦେବଗଡ଼:ତିଳେଇବଣି ବ୍ଳକ ବାସୁଦେବପୁର ଗ୍ରାମରେ ଆସନ୍ତା ୨୭ ତାରିଖ ଦିନ ମା ରମ୍ଭାଦେବୀ ଙ୍କ ପୀଠ ରେ ଯାତ୍ରା ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ଧର୍ମେନ୍ଦ୍ର ପ୍ରଧାନ ଫ୍ୟାନ କ୍ଲବ ପକ୍ଷରୁ ପୀଠରେ ସଫେଇ କରାଯିବ ସହ ମନ୍ଦିରରେ ରଙ୍ଗ ଲଗାଯାଇଛି।ଏଥି ସହିତ ଯାତ୍ରା ଦିନ ଶ୍ରଦ୍ଧାଳୁଙ୍କ ପାଇଁ ପାନୀୟ ଜଳ ଓ ଅନ୍ନ ପ୍ରସାଦର ବ୍ୟବସ୍ଥା କରାଯିବ ବୋଲି କ୍ଲବ ପକ୍ଷରୁ ସୂଚନା ଦିଆଯାଇଛି। ଭାରପ୍ରାପ୍ତ ପୌରାଧ୍ୟକ୍ଷ ତଥା କ୍ଲବର ଆବାହକ ପ୍ରଜିତ ଭୋଜଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସଦସ୍ୟ ସତ୍ୟନାରାୟଣ ପାଣି,ସୁଶୀଲ ଭୋଇ,ଭୋଳନାଥ ଦାସ,ବିରେନ ନାୟକ,ନୀଳମଣି ଆଚାର୍ଯ୍ୟ, ବିଶେଶ୍ୱର ଦ୍ବିବେଦୀ,ମକରଧ୍ବଜ ହସ୍ତୀ, ସୁମନ୍ତ ଭୋଜ, ପଙ୍କଜ ପାତ୍ର ଉପସ୍ଥିତ ଥିଲେ।

  • Related Posts

    ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ

    ଭୁବନେଶ୍ୱର: ସ୍ମାର୍ଟସିଟିର ଲାଇଫ ଲାଇନ୍ କୁହାଯାଉଥିବା ‘ଆମ ବସ’ ଏବେ ସରକାରଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଆମ ବସ୍‌ର ପୁଣି ଆତଙ୍କ । ମଞ୍ଚେଶ୍ୱର ଅଞ୍ଚଳରେ ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ। ସ୍କୁଲ ସାରି…

    Continue reading
    ତାମିଲନାଡୁ ଗ୍ୟାସ ଲିକ୍‌ ଅଘଟଣ : ସୁରକ୍ଷିତ ଫେରିଲେ ୬୨ ଓଡ଼ିଆ ଶ୍ରମିକ

    ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଭୟ ଓ ଅନିଶ୍ଚିତତା ମଧ୍ୟରେ ରହିଥିବା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ରାଜ୍ୟକୁ ଫେରାଇ ଆଣିବାରେ ସଫଳ ହୋଇଛନ୍ତି ସରକାର। ଚେନ୍ନାଇରୁ ଟ୍ରେନ୍‌ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ଆଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ