ବିଜେପି ପକ୍ଷରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମ ଦିବସ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ

ଦେବଗଡ଼:ଜିଲ୍ଲା ବିଜେପି ପକ୍ଷରୁ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜନ୍ମ ଦିବସ ଅବସରରେ ରକ୍ତଦାନ ଶିବିର, ସଫେଇ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ବିଜେପି ସଭାପତି ଅରୁଣ ସାହୁଙ୍କ ତତ୍ତ୍ବାବଧାନରେ ପୁରୁଣା ମେଡିକାଲରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ବହୁ ସ୍ବେଚ୍ଛାସେବୀ ଓ ବିଜେପି କର୍ମୀ ରକ୍ତଦାନ କରିଥିଲେ।କାର୍ଯ୍ୟକ୍ରମରେ ପୂର୍ବ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ, ତିଲେଇବଣି ପଂଚାୟତ ସମିତି ଅଧ୍ୟକ୍ଷା ବୃନ୍ଦାବତୀ ଭୋଇ,ଉପାଧ୍ୟକ୍ଷା ଆରତୀ ପ୍ରଧାନ, ଭାରପ୍ରାପ୍ତ ପୌରାଧ୍ୟକ୍ଷ ପ୍ରଜିତ ଭୋଜ, ଜିଲ୍ଲା ବିଜେପି ଉପସଭାପତି ରଣଜିତ ପଟେଲ,ଯୋଗେଶ ଚନ୍ଦ୍ର ପ୍ରଧାନ, ସତ୍ୟନାରାୟଣ ପାଣି,ସାଧାରଣ ସଂପାଦକ ମହନ୍ତ ବେହେରା, ସରୋଜ ପାଢୀ, ସଂପାଦକ ଭୋଳେଶ୍ବର ପ୍ରଧାନ,ପ୍ରିତି ପରମିତା ବେହେରା, ସୁଧିର ବ୍ରହ୍ମା,ମୁନସୁନ ସାହୁ, କୋଷାଧ୍ୟକ୍ଷ ଅଶୋକ ସାହୁ, କାଉନସିଲର ମଧୁସୂଦନ ବାଘ,କାର୍ତ୍ତିକ ମହାକୁଳ, ସରୋଜିନୀ ମୁଣ୍ଡା, ଇତିଶ୍ରୀ ମିଶ୍ର,ପିଙ୍କିରାଣୀ ସାହୁ,ବିଜେପି ନେତା ବିରଞ୍ଚି ବେହେରା,ଦେବାନନ୍ଦ ନାଏକ,ସୁବ୍ରତ ବେହେରା,ଧରଣୀଧର ସାହୁ,ଅରୁଣ ମହାପାତ୍ର,ଅନନ୍ତ ସାହୁ,ସଞ୍ଜିବ ବେହେରା,ବିରଞ୍ଚି ନନ୍ଦ,ରାଜେନ୍ଦ୍ର ଆଚାର୍ଯ୍ୟ,ଅମିତାଭ ନାଏକଙ୍କ ସମେତ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ।

  • Related Posts

    dharmendra wrote letter to gadakari ଗଡ଼କରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

    ଭୁବନେଶ୍ୱର/ସମ୍ବଲପୁର: ଓଡ଼ିଶାର ପ୍ରମୁଖ ପରିବହନ ଓ ଲଜିଷ୍ଟିକ୍ସ କରିଡର ଭାବେ ପରିଚିତ ୫୫ ନମ୍ବର ଜାତୀୟ ରାଜପଥର ଶୋଚନୀୟ ଅବସ୍ଥା ନେଇ ଚିନ୍ତାପ୍ରକଟ କରିଛନ୍ତି ସମ୍ବଲପୁର ସାଂସଦଧର୍ମେନ୍ଦ୍ର ପ୍ରଧାନ । ଏହି ଗୁରୁତ୍ୱପୂର୍ଣ୍ଣ ରାଜପଥର ତୁରନ୍ତ ରକ୍ଷଣାବେକ୍ଷଣ ବା ମରାମତି ସହ…

    Continue reading
    ଶିମିଳିପାଳରେ କଳା ବାଘୁଣୀର ମୃତଦେହ ଠାବ

    ବାରିପଦା: ଶିମିଳିପାଳ ଦକ୍ଷିଣ ଡିଭିଜନର ଉପରବାରାହା କାମୁଡା ରେଞ୍ଜରେ ବିରଳ ପ୍ରଜାତି କଳା ବାଘୁଣୀର ମୃତଦେହ ଠାବ ହୋଇଛି l ଗତ ୬ ତାରିଖ ସନ୍ଧ୍ୟା ୫ ଟା ସମୟରେ ପାଟ୍ରୋଲିଂ କରୁଥିବା ଷ୍ଟାଫ୍ ପ୍ରାୟ ୫ ବର୍ଷର ଏକ ମାଈ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ