ଯାତ୍ରୀବାହୀ ବସ୍‌ରେ ନିଆଁ

ଅନୁଗୁଳ : ଜାତୀୟ ରାଜପଥରେ ହଠାତ୍ ହୁତୁହୁତୁ ଜଳିଗଲା ଯାତ୍ରୀବାହୀ ବସ୍। ଦେଖୁ ଦେଖୁ ପୋଡି ପାଉଁଶ ହୋଇଗଲା ବସ୍। ଡ୍ରାଇଭରଙ୍କ ଉପସ୍ଥିତ ବୃଦ୍ଧି ଯୋଗୁ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୪୦ରୁ ଅଧିକ ଯାତ୍ରୀ। ବସ୍‌ଟି ରାଉରକେଲାରୁ ପାରାଦୀପ ଆସୁଥିବା ବେଳେ ଅନୁଗୁଳ ଖମାରା ନିକଟରେ ଜଳିଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ସୂଚନା ମୁତାବିକ, ଗତକାଲି ବିଳମ୍ବିତ ରାତିରେ ଶ୍ରୀମା ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ରାଉରକେଲାରୁ ପାରାଦୀପ ଆସୁଥିଲା। ହଠାତ୍ ଅନୁଗୁଳ ଖମାର ଥାନା ଅନ୍ତର୍ଗତ ବାରକୋଟିଆରେ ନିକଟରେ ବସ୍ ନେଇ ନିଆଁ ଲାଗି ଯାଇଥିଲା। ନିଆଁ ଏତେ ଭୟଙ୍କରୀ ଥିଲା ଯେ ଦେଖୁ ଦେଖୁ ସାରା ବସ୍‌ରେ ବ୍ୟାପି ଯାଇଥିଲା। ଯାତ୍ରୀମାନେ ଜୀବନ ବିକଳରେ ବସ୍ ବାହାରକୁ ଚାଲି ଆସିଥିଲେ। ତେବେ ବଡ଼ ଦୁର୍ଘଟଣାରୁ ୪୦ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।ତେବେ ସଟ୍‌ ସର୍କିଟ୍ ଯୋଗୁ ନିଆଁ ଲାଗିଥିବା ସୂଚନା ମିଳିଥିଲା

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ