ହଇଜାରେ ୪ ମୃତ

କଣାସ: ହଇଜାରେ ମୃତ୍ୟୁ ସଂଖ୍ୟା ୪ ବୃଦ୍ଧି ପାଇଛି । ଶନିବାର ରାତିରେ ଗଡିଶାଗୋଦା ପଞ୍ଚାୟତର ନଈକୂଳପାଟଣା ଗ୍ରାମରେ ଗୁରେଇ ସେଠୀଙ୍କର(୬୦) ମୃତ୍ୟୁ ହେଇଛି । ପୁର୍ବରୁ ନୁଆଗାଁ ଗ୍ରାମର ସାରଥ ପ୍ରଧାନ, ସଚଳା ସାହୁ ଓ ମାଗି ଦଳାଇଙ୍କର ମୃତ୍ୟୁ ହେଇଥିଲା । ଏବେ ସୁଦ୍ଧା ହଇଜା ୪ ମୁଣ୍ଡ ନେଇଥିବା ବଳେ ଆଉ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ପାଖାପାଖି ଶହେ ଜଣ କଣାସ ବ୍ଲକ୍‌ର ବିଭିନ୍ନ ଗ୍ରାମରେ ଆକ୍ରାନ୍ତ ହେଇଥିବା ବଳେ ଗଡ଼ିଶାଗୋଦା ପଞ୍ଚାୟତର ନୁଆଗାଁ ଓ ଗୋପୀନାଥପୁର ପଞ୍ଚାୟତର ଜାଗୁଳାଇପଦର ଗ୍ରାମ ଅଧିକ ପ୍ରଭାବିତ ହେଇଛି । ପାଇକମରା କଳାପଦର, ଗୋପୀନାଥପୁର ଗ୍ରାମରେ ଲୋକମାନେ ହଇଜା କବଳରେ ପଡିଛନ୍ତି ।
ରବିବାର ନୂଆଦୋକନ୍ଦା ଗ୍ରାମର ତିନିଜଣ ବ୍ୟକ୍ତି ହଇଜାରେ ଆକ୍ରାନ୍ତ ହେଇ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର ହେଇଛନ୍ତି । କଣାସ ହଇଜା ସ୍ଥିତି ଉପରେ ନଜର ରଖାଯାଇଛି ।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି