ପ୍ରି ସେଟେଲମେଣ୍ଟ ମ୍ୟୁଟେସନ ମାମଲାର ୨୫ଙ୍କୁ ଜମି ପଟ୍ଟା ପ୍ରଦାନ

ଦେବଗଡ: ରିଆମାଳ ତହସିଲ କାର୍ଯ୍ୟାଳୟରେ ଆଜି ପ୍ରି ସେଟେଲମେଣ୍ଟ ବିକ୍ରୟ ଦଲିଲ ଆଧାରିତ ମ୍ୟୁଟେସନ ମାମଲାର ୨୫ ଆବେଦନକାରୀଙ୍କୁ ଜମି ପଟ୍ଟା ପ୍ରଦାନ କରାଯାଇଛି।ଏଥିରେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ, ଅତିରିକ୍ତ ତହସିଲଦାର ପ୍ରେମ ପ୍ରକାଶ ହୋର, ହରମେନ୍ଦ୍ର ଭୋଇ ଯୋଗ ଦେଇଥିଲେ। ଜିଲାପାଳଙ୍କ କାର୍ଯାଳୟରେ ଅତିରିକ୍ତ ଜିଲାପାଳଙ୍କ ବିଚାରାଧୀନ ଥିବା ମାମଲାକୁ ରିଆମାଳ ତହସିଲଦାରଙ୍କୁ ନୂତନ ଆଇନ ଅନୁଯାଇ ଫଇସଲା କରିବା ପାଇଁ ହସ୍ତାନ୍ତର କରଯାଇଥିଲା। ଏହି ପରିପ୍ରେକ୍ଷୀରେ ତହସିଲ କାର୍ଯ୍ୟାଳୟର ସକ୍ରିୟ ପଦକ୍ଷେପ ଫଳରେ ତନ୍ମଧ୍ୟରୁ ୨୫ଟି ମାମଲାର ଫଇସଲା କରାଯାଇ ସେମାନଙ୍କୁ ଜମି ପଟ୍ଟା ପ୍ରଦାନ କରାଯାଇଛି। ଅବଶିଷ୍ଟ ମାମଲାର ତ୍ବରିତ ଫଇସଲା ପାଇଁ ତହସିଲ କାର୍ଯ୍ୟାଳୟରେ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ସରକାରଙ୍କ ଏହି ପଦକ୍ଷେପ ଦ୍ବାରା ବହୁଦିନ ଧରି ଅପେକ୍ଷାରତ ତ‌ତ୍‌ସମନ୍ଧୀୟ ମାମଲାର ତ୍ୱରିତ ଫଇସଲା ସମ୍ଭବ ହୋଇପାରିଛି।

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ