ନବ ଦାସ ହତ୍ୟା ମାମଲା:ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର: ଗତ କିଛି ଦିନ ହେଲା ବିଭିନ୍ନ ଗଣମାଧ୍ୟମରେ ଏବେ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାକୁ ନେଇ ଜୋରଜାର ଚର୍ଚ୍ଚା ହେଉଛି । ତେବେ ଏହାରି ଭିତରେ ଏହି ମାମଲାକୁ ନେଇ ଏକ ବଡ଼ ଅପଡେଟ ସାମନାକୁ ଆସିଛି । ତାହା ହେଲା ନବ ଦାସ ହତ୍ୟା ମାମଲାର ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ କରାଯାଇଛି । କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ କରାଯାଇଛି । ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶ ପାଉଥିବା ଖବରକୁ ନେଇ ରିପୋର୍ଟ ତଲବ କରାଯାଇଥିବା ଜଣାଯାଇଛି । କାହିଁକି ଏସବୁ ଚର୍ଚ୍ଚା ହେଉଛି, ଏହା ପଛର ସତ୍ୟାସତ୍ୟ କ’ଣ ସେନେଇ ବିସ୍ତ୍ୃତ ରିପୋର୍ଟ ମଗାଯାଇଛି । ରିପୋର୍ଟ ମଗାଯାଇଥିବା ନେଇ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

  • Related Posts

    ଆହୁରି ବଢ଼ିବ ତାତି

    ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ଅଗ୍ନି ବର୍ଷୁଛି। ୮ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଟପିଛି। ମଙ୍ଗଳବାର ରାଜ୍ୟର ଦିନ ତାପମାତ୍ରା ଟିଟିଲାଗଡ଼ରେ ୪୧.୭ ଡିଗ୍ରୀ ଛୁଇଁଛି। ସମ୍ବଲପୁର ଓ ହୀରାକୁଦରେ ପାରଦ ୪୧.୫ ଡିଗ୍ରୀ ରହିଛି। ଝାରସୁଗୁଡ଼ା ଓ ଭବାନୀପାଟଣାରେ ୪୧,…

    Continue reading
    ଆଶ୍ରମ ସ୍କୁଲ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ RDCସ୍ତରୀୟ ତଦନ୍ତ ନିର୍ଦ୍ଦେଶ

    ଭୁବନେଶ୍ୱର : ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ତହସିଲର ଆଶ୍ରମ ସ୍କୁଲର ଛାତ୍ରୀ ରୂପାଲି ବେଶ୍ରାଙ୍କର ମୃତ୍ୟୁ ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ