ଜାପାନ ପ୍ରତିନିଧିମଣ୍ଡଳୀ -ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ବର: ଜାପାନର ଉଚ୍ଚ ସ୍ତରୀୟ ପ୍ରତିନିଧି ମଣ୍ଡଳୀ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା । ଓଡ଼ିଶାରେ ଅଧିକ ବିଦେଶୀ ପୁଞ୍ଜି ନିବେଶ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏଭଳି ଆଲୋଚନା ଅନେକ ଗୁରୁତ୍ବ ବହନ କରୁଛି । ଆକ୍ମେ ଗ୍ରୁପର ଅଧ୍ୟକ୍ଷ ମନୋଜ ଉପାଧ୍ୟୟ, IHI କର୍ପୋରେସନର ସଭାପତି ହିରୋସି ଇଡେଙ୍କ ସହ ଜାପାନର ଅନେକ ପ୍ରତିଷ୍ଠିତ ଉଦ୍ୟୋଗୀ ବୈଠକରେ ସାମିଲ ହୋଇଛନ୍ତି ।ଓଡ଼ିଶା ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଶିଳ୍ପ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏବଂ ଅନ୍ୟ ଅଧିକାରୀମାନେ ବୈଠକରେ ଉପସ୍ଥିତ ରହିଛନ୍ତି ।

ଓଡ଼ିଶା ଜାପାନ ମଧ୍ୟରେ ବ୍ୟବସାୟିକ ସମ୍ପର୍କ ବୃଦ୍ଧି ପାଇ ବିଶେଷ କରି ଆଲୁମିନିୟମ ଓ ଇସ୍ପାତ କ୍ଷେତ୍ର ସହ ସି-ଫୁଡ୍ ଶିଳ୍ପ ଉପରେ ଗୁରୁତ୍ବ ଦିଆଯାଉଛି ।ଏଥି ସହ ମେକାନିକାଲ ଓ ଇଲେକ୍ଟ୍ରିକାଲ କ୍ଷେତ୍ରରେ ଜାପାନୀ ପୁଞ୍ଜି ବୃଦ୍ଧି ପାଇଁ ପ୍ରୟାସ ଆରମ୍ଭ ହୋଇଛି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ