ମୃତ ନକ୍ସଲଙ୍କ ମଧ୍ୟରେ ଓଡ଼ିଶାର ଜୟୀରାମ

ଭୁବନେଶ୍ୱର: ଆଜି ଏନକାଉଣ୍ଟରରେ ନିପାତ ମୋଟ ୧୨ ଜଣ ନକ୍ସଲଙ୍କ ମଧ୍ୟରୁ ଓଡ଼ିଶାର ଜୟୀରାମ ଥିବା ସୂଚନା ମିଳିଛି । ତେବେ ଜୟୀରାମ ନିପାତ ହେବା ଏକ ବଡ଼ ସଫଳତା ବୋଲି ଉଭୟ ଗୃହମନ୍ତ୍ରୀ ଅମିତ ଶାହା ଓ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା କହିଛନ୍ତି ।
ମୃତ ଜୟୀରାମ ସେଣ୍ଟ୍ରାଲ କମିଟି(ସିସି) ସଦସ୍ୟ ବୋଲି ଜଣାଯାଇଛି । ନକ୍ସଲ ନିପାତ ଇତିହାସରେ କୌଣସି ସିସି ସଦସ୍ୟ ନିପାତ ହେବା ଏହା ପ୍ରଥମ ଘଟଣା ବୋଲି କୁହାଯାଉଛି । ଜୟୀରାମକୁ ଧରାଇବାକୁ ୧କୋଟିରୁ ଊଦ୍ଧ୍ୱର୍ ପୁରସ୍କାର ନିଶ୍ଚିତ ଥାଇପାରେ । ତେଣୁ ପୁଲିସକୁ ବଡ଼ ସଫଳତା ବୋଲି କୁହାଯାଇ ପାରିବ । ଅନ୍ୟପକ୍ଷରେ ୨୦୨୬ ସୁଦ୍ଧା ସାରାଦେଶ ନକ୍ସଲ ଶୂନ୍ୟ ହେବା ଆମର ଲକ୍ଷ୍ୟ ବୋଲି ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା କହିଛନ୍ତି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ