ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ସୁନ୍ଦରଗଡ଼: ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ। ସୁନ୍ଦରଗଡ଼ ଜିଲ୍ଲା କୋଇଡା ରେଞ୍ଜର ଡିମ୍ବାଟୋଲାରେ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ପଡ଼ୋଶୀ ଘରୁ ସକାଳେ ନିଜ ଘରକୁ ଫେରୁଥିବା ବେଳେ ହାତୀଟି ବୃଦ୍ଧଙ୍କୁ ଟେକି କଚାଡ଼ି ଦେଇଥିବା ସୂଚନା ମିଳିଛି।

ମୃତକ ହେଲେ ଯାଲୁଆ ଓରାମ। ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ପରେ ଅଞ୍ଚଳରେ ଉତ୍ତେଜନାର ପରିସ୍ଥିତି ସୃଷ୍ଟି ହୋଇଛି।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ