ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ସୁବ୍ରତ ସାମଲ

ଚୌଦ୍ୱାର : ପୁଣି ଚର୍ଚ୍ଚାକୁ ଆସିଲା କଟକ-ଚୌଦ୍ବାର ରାଜନୀତି । ବିଜେଡି ଛାଡ଼ିଲେ ଚୌଦ୍ଵାର ପୌରପାଳିକା ୧୨ନମ୍ୱର ୱାର୍ଡର ପ୍ରଭାବଶାଳୀ କାଉନସିଲର ସୁବ୍ରତ ସାମଲ । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଓ ବର୍ତ୍ତମାନର ବିଧାୟକ ସୌଭିକ ବିଶ୍ୱାଳଙ୍କୁ ସମର୍ଥନ ଜଣାଇ ସେ ଇସ୍ତଫା ଦେଇଥିବା କହିଛନ୍ତି ।

ସେପଟେ ସେ ଦଳ ଛାଡ଼ିବାର ଅନ୍ୟ ଏକ କାରଣ ମଧ୍ୟ ଇସ୍ତଫାପତ୍ରରେ ଦର୍ଶାଇଛନ୍ତି । ପୌରପାଳିକା ଅଧ୍ୟକ୍ଷା ମାନସୀ ସ୍ୱର୍ଣ୍ଣ ପ୍ରଭା ସାମଲ ମୋତେ ଅଣଦେଖା କରୁଛନ୍ତି । ଯେଉଁ କାରଣରୁ କୌଣସି ବିକାଶମୂଳକ କାର୍ଯ୍ୟ ଓ୍ବାର୍ଡରେ ହୋଇପାରୁନି ବୋଲି ସେ କହିଛନ୍ତି । ଯେଉଁ କାରଣରୁ ମୁଁ ଦଳରୁ ଇସ୍ତଫା ଦେଉଛି ବୋଲି ଇସ୍ତଫାପତ୍ରରେ ଦର୍ଶାଇଛନ୍ତି । ସେ ଏକ ପ୍ରେସମିଟରେ ଏ ସମ୍ପର୍କରେ ସୂଚନା ଦେଇ ଦଳର ସୁପ୍ରିମୋଙ୍କୁ ଜଣାଇଛନ୍ତି ।

  • Related Posts

    ସଂସଦର ସମୟ ନଷ୍ଟ ହେବା ଯୋଗୁଁ ୨୧୬ କୋଟି କ୍ଷତି : ଅପରାଜିତା

    ସଂସଦରେ ହଙ୍ଗାମା ଓ କାର୍ଯ୍ୟଦିବସ ନଷ୍ଟକୁ ନେଇ ବଡ଼ ବୟାନ ଦେଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ସଂସଦ ଯେଉଁଭଳି ଭାବେ ଚାଲିଲା, ତାହା ଅତ୍ୟନ୍ତ ନୈରାଶ୍ୟଜନକ ବୋଲି କହିଛନ୍ତି ଅପରାଜିତା । ତାଙ୍କ କହିବା ଅନୁସାରେ, ସଂସଦର ମୂଲ୍ୟବାନ…

    Continue reading
    ବିଜେପି ବିଧାୟକଙ୍କ ଦୋଷକୁ ରାଜ୍ୟ ସରକାର ଘଣ୍ଟ ଘୋଡାଉଛନ୍ତି: ବିଜେଡି

    ଭୁବନେଶ୍ୱର: କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ଦ୍ୱାରା ଦୁର୍ବ୍ୟବହାର ଅଭିଯୋଗ ଆଣି ରେଭେନ୍ସା ବିଶ୍ୱ ବିଦ୍ୟାଳୟରେ ସମୂହ ଇସ୍ତଫା ଦେଇଥିବା ତିରିଶ ଜଣ ୱାର୍ଡେନ ଓ ଡେପୁଟି “ୱାର୍ଡେନଙ୍କ ସ୍ଥାନରେ ନୂତନ ଚିପ୍ ୱାଡେନ, ୱାର୍ଡେନ ଓ ଡେପୁଟି ୱାର୍ଡେନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ