ରାଜ୍ୟ ସରକାରଙ୍କ ନିଷ୍ପତ୍ତି : ଯବାନଙ୍କ ସ୍ଵତନ୍ତ୍ର ଭତ୍ତା ୨୫ ହଜାରକୁ ବୃଦ୍ଧି

ଭୁବନେଶ୍ବର : ନୂଆପଡ଼ା ଜିଲା ସୀମାନ୍ତ ଛତିଶଗଡ଼ କୁଲହରିଘାଟ ଅଞ୍ଚଳରେ ସୁରକ୍ଷାବାହିନୀଙ୍କ ମିଳିତ ଅଭିଯାନ ଦ୍ବାରା ୧୪ ମାଓବାଦୀ ନିହତ ହୋଇଛନ୍ତି। ଏହି ଅଭିଯାନରେ ଓଡ଼ିଶା ପୁଲିସର ଏସ୍‌ଓଜି ଯବାନଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥିଲା। ଏଥିପାଇଁ ସମସ୍ତ ଯବାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ଯବାନଙ୍କୁ ମିଳୁଥିବା ସ୍ବତନ୍ତ୍ର ଭତ୍ତା ୮ ହଜାର ଟଙ୍କାରୁ ୨୫ ହଜାର ଟଙ୍କା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଦିନରେ ଓଡ଼ିଶାରେ ନକ୍ସଲ ବିରୋଧୀ ଅଭିଯାନ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ ଜରିଆରେ ଅବଗତ କରାଇଛନ୍ତି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ