ବାଘ ମୃତ୍ୟୁ ମାମଲା: ୨ କୁଖ୍ୟାତ ଶିକାରୀ ଗିରଫ

କବିସୂର୍ଯ୍ୟନଗର: କବିସୂର୍ଯ୍ୟନଗର ବାଘ ମୃତ୍ୟୁ ମାମଲାରେ ବନ ବିଭାଗର ବଡ଼ ଆକ୍ସନ। ବନ୍ଧାହେଲେ ହେଲେ ୨ କୁଖ୍ୟାତ ଶିକାରୀ । ରାତିଅଧରେ କରାଗଲା କୋର୍ଟ ଚାଲାଣ। ଗିରଫ ଅଭିଯୁକ୍ତ ହେଲେ ବଳରାମ ଭୂୟାଁ ଓ ରବୀନ୍ଦ୍ର ଗୌଡ଼ । ଉଭୟଙ୍କ ନିକଟରୁ ବିପୁଳ ପରିମାଣର ବିଦ୍ୟୁତ ତାର ସହିତ ଶିକାର ଉପକରଣ ସହିତ ୨ଟି କୃଷ୍ଣସାର ମୃଗ ଶିଙ୍ଗ, ୮ଟି ବାରହା ଦାନ୍ତ ଜବତ ହୋଇଛି ।

ଦୁଇଦିନ ତଳେ ଜରଡ଼ ଗାଁ ଜଙ୍ଗଲରେ ଗଛ ଉପରୁ କଲରାପତରିଆ ବାଘର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା । ବାରହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ତାର ଫାଶରେ ପଡ଼ି ବାଘଟିର ମୃତ୍ୟୁ ହୋଇଥିବା ତଦନ୍ତରୁ ସ୍ପଷ୍ଟ ହୋଇଥିଲା।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ