ମେଲବର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ମୋଦି

ମେଲବର୍ଣ୍ଣ : ମେଲବର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ମୋଦି। ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଆଜି ଐତିହାସିକ କ୍ରିକେଟ୍ ଗ୍ରାଉଣ୍ଡ ମେଲବର୍ଣ୍ଣରେ ପହଞ୍ଚିଥିଲେ। ତାଙ୍କ ସହ ଉପସ୍ଥିତ ଥିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନି ଅଲବାନିଜ୍ ଏବଂ ଅଷ୍ଟ୍ରେଲିଆ ପୁରୁଷ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ଅଧିନାୟକ ଷ୍ଟିଭ୍ ୱ । ଏହି ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ କ୍ରୀଡା ସହଯୋଗ ବୃଦ୍ଧି ପାଇଁ ଏକ ଐତିହାସିକ ନିଷ୍ପତ୍ତି ନିଆଯାଇଛି।

ଚଳିତ ବର୍ଷ ଡିସେମ୍ବରରେ ଅଷ୍ଟ୍ରେଲିଆର ପ୍ରସିଦ୍ଧ ଟି-୨୦ ଲିଗ୍ ‘ବିଗ୍ ବାଶ୍ ଲିଗ୍’ BBLର ଉଦଘାଟନୀ ମ୍ୟାଚ୍ ଅନୁଷ୍ଠିତ ହେବ। ଇତିହାସରେ ଏହା ପ୍ରଥମ ଥର ହେବ ଯେ ଏକ ବିଦେଶୀ କ୍ରିକେଟ୍ ଲିଗ୍ ଭାରତୀୟ ମାଟିରେ ଏହାର ମ୍ୟାଚ୍ ଖେଳିବ।

  • Related Posts

    ‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

    ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ…

    Continue reading
    ସ୍ମିତ୍ ମଚ୍ଛାରଙ୍କ ସହ କଥା ହେଲେ ନେତନ୍ୟାହୁ

    ନୂଆଦିଲ୍ଲୀ:   ମୃତ୍ୟୁ ସହ ଲଢି ଫ୍ଲାଏଦୁବାଇ ଯାତ୍ରୀଙ୍କ ଜୀବନ ବଞ୍ଚାଇଥିବା ସ୍ମିତ୍ ମଚ୍ଛାରଙ୍କ ସହ କଥା ହୋଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ । ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ନେତନ୍ୟାହୁ । ଇସ୍ରାଏଲ, ଭାରତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ