ମୁଥୁରାଗଡ ସାହିରେ ନୂତନ ଟ୍ରାନ୍ସଫର୍ମର ସଂଯୋଗ ନିମନ୍ତେ ଦାବି

ଦେବଗଡ଼:ତିଲେଇବଣି ବ୍ଲକର ଗୁଣ୍ଡୁରିପୋଷି ଗ୍ରାମର ମୁଥୁରାଗଡ ସାହିରେ ଟ୍ରାନ୍ସଫର୍ମର ପୋଡି ଯୋଗୁଁ ୨୦ ଦିନ ହେଲା ଅନ୍ଧାରରେ ରହିଛନ୍ତି ସ୍ଥାନୀୟ ବାସିନ୍ଦା। ଯାହା ଫଳରେ ସ୍ଥା‌ନୀୟ ବାସିନ୍ଦା ନାହିଁ ନଥିବା‌ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।ତେବେ ତୁରନ୍ତ ନୂତନ ଟ୍ରାନ୍ସଫର୍ମର ସଂଯୋଗ କରିବା ପାଇଁ ଜିଲ୍ଲା କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ଆଜି ଜିଲ୍ଲା କଂଗ୍ରେସ ସଭାପତି ସେମ ହେମ୍ରମଙ୍କ ନେତୃତ୍ବରେ ସ୍ଥାନୀୟ ବାସିନ୍ଦା ଟିପିଡବ୍ଲୁଓଡିଏଲ କାର୍ଯ୍ୟାଳୟକୁ ଯାଇ ନିର୍ବାହୀ ଯନ୍ତ୍ରୀଙ୍କୁ ଦାବି ପତ୍ର ପ୍ରଦାନ କରିଥିଲେ।ଦାବି ପତ୍ର ପ୍ରଦାନବେଳେ ନଗର କଂଗ୍ରେସ ସଭାପତି ରେବତୀ ମୋହନ ପଟ୍ଟନାୟକଙ୍କ ସମେତ ସ୍ଥାନୀୟ ବାସିନ୍ଦା ଉପସ୍ଥିତ ଥିଲେ।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ