ନିଜକୁ ଜାଳିଦେଲେ ଯୁବତୀ

ବ୍ରହ୍ମପୁର : କିରୋସିନ ଢାଳି ହୋଇ ନିଜକୁ ଜାଳିଦେଲେ ଯୁବତୀ। ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗର ଲେନ୍-୫ରେ ଯୁବତୀଙ୍କ ଆତ୍ମାହୁତି।ସେ ହେଲେ ରବୀନ୍ଦ୍ର ବେହେରାଙ୍କ ଝିଅ ରାଜେଶ୍ୱରୀ ବେହେରା(୨୭)। ବୁଧବାର ସକାଳୁ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଯୁବତୀ ଜଣଙ୍କ କାହିଁକି ନିଜକୁ ଜାଳିଦେଲେ ତାହାର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଏନେଇ ତଦନ୍ତ ଆରମ୍ଭ କରିଛି।

ଯୁବତୀ ଜଣଙ୍କ ମାନସିକ ରୋଗରେ ଆକ୍ରନ ହୋଇ ଗତ ଦୁଇବର୍ଷ ହେଲେ ଡା.ଚନ୍ଦ୍ର ଶେଖର ତ୍ରିପାଠୀଙ୍କ ନିକଟରେ ଚିକିତ୍ସିତ ହେଉଥିଲେ ବୋଲି ଥାନାଧିକାରୀ ଆଶିଷ ସ୍ବାଇଁ ସୂଚନା ଦେଇଛନ୍ତି। ଘଟଣାରୁ ପ୍ରକାଶ ଯେ, ରବୀନ୍ଦ୍ର ବେହେରା ଓ ତାଙ୍କ ପରିବାର ଲୋକେ ମଙ୍ଗଳବାର ରାତ୍ର ଖାଇସାରି ଶୋଇଥିଲେ। ବୁଧବାର ସକାଳେ ଝିଅର ଚିତ୍କାର ଶୁଣି ସମସ୍ତେ ଉଠିଥିଲେ। ଝିଅ ଜଳୁଥିବା ଦେଖି ତାଙ୍କୁ ବଞ୍ଚାଇବା ପାଇଁ ଚେଷ୍ଟା କରାଯାଇଥିଲା। ପରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଏମ୍‌କେସିଜିରେ ଭର୍ତ୍ତି କରିଥିଲେ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ