ରାଜଧାନୀରେ ପ୍ରବଳ ବର୍ଷା

ରାଜଧାନୀରେ ପ୍ରବଳ ବର୍ଷା । ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା ପବନ। ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି । ଅପରାହ୍ନରେ ଟୁଇନସିଟିରେ ପ୍ରବଳ ବର୍ଷା ହୋଇଛି । ଫଳରେ ଅନେକ ସ୍ଥାନରେ କିଛି ସମୟ ପାଁ ଟ୍ରାଫିକ୍ ଜାମ୍ ସ୍ଥିତି ହୋଇଥିଲା । ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗିରହିଥିବାବେଳେ ଜନଜୀବନ ପ୍ରଭାବିତ ହୋଇଛି ।

ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାନେଇ ପାଣିପାଗ କେନ୍ଦ୍ର ଆଲର୍ଟ ଜାରି କରିଥିବାବେଳେ ଉତ୍ତର ଓଡ଼ିଶାର ସବୁ ଜିଲ୍ଲା ଏବଂ ଉପକୂଳ ଓଡ଼ିଶାର କିଛି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ବି ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ