ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ: ‘ଆସନ୍ତା ୧୦ ଦିନ ଭିତରେ ଇସ୍ତଫା ଦିଅ, ନଚେତ ବାବା ସିଦ୍ଦିକିଙ୍କ ପରି ଅବସ୍ଥା ତୁମର ବି ହେବ ।’ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ମିଳିଛି ଏପରି ହତ୍ୟା ଧମକ । ଯୋଗୀ ଆଦିତ୍ୟନାଥଙ୍କ ନାଁରେ ମୁମ୍ବାଇ ପୁଲିସ୍ କଣ୍ଟ୍ରୋଲ ରୁମ୍‌କୁ ଆସିଛି ଏପରି ଧମକପୂର୍ଣ୍ଣ ମେସେଜ । ଏହାକୁ ନେଇ ତନାଘନା ଆରମ୍ଭ କରିଛି ପୁଲିସ୍‌।

ଗତକାଲି ସନ୍ଧ୍ୟାରେ ମୁମ୍ବାଇ ପୁଲିସ୍‌ କଣ୍ଟ୍ରୋଲ ରୁମ୍‌କୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏହାପରେ ପୁଲିସ୍‌ ମେସେଜ ପଠାଇଥିବା ବ୍ୟକ୍ତିଙ୍କ ସନ୍ଧାନ ଆରମ୍ଭ କରିଛି। ତେବେ ଏପରି ମେସେଜ କିଏ ଦେଇଛି ସେନେଇ କିଛି ସ୍ପଷ୍ଟ ସୂଚନା ମିଳି ପାରି ନ ଥିବା ଜଣାଯାଇଛି।

  • Related Posts

    ରାଜନୀତିରେ ଏଣ୍ଟ୍ରି ମାରିଲେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ

    ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଏମ୍‌ ନାଗେଶ୍ୱର ରାଓ ଶନିବାର ବାରାଣସୀଠାରେ ‘ସର୍ବଜନ ସନାତନ ପାର୍ଟି’ର ଜାତୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏମ୍‌ ନାଗେଶ୍ୱର ରାଓ ସୁରକ୍ଷା, ଆଇନ ଶୃଙ୍ଖଳା ଏବଂ ପ୍ରଶାସନିକ କ୍ଷେତ୍ରରେ ପ୍ରାୟ ଚାରି ଦଶନ୍ଧି…

    Continue reading
    ‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

    ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ