ଦିନକ ପରେ ସାଧାରଣତନ୍ତ୍ର ଦିବସ:ଗାନ୍ଧିମାର୍ଗରେ ରିହରସଲ୍

ଭୁବନେଶ୍ବର: ଦିନକ ପରେ ସାଧାରଣତନ୍ତ୍ର ଦିବସ । ରାଜ୍ୟସ୍ତରୀୟ ପରେଡ୍ ପାଇଁ ଭୁବନେଶ୍ଵର ଗାନ୍ଧିମାର୍ଗରେ ହୋଇଛି ଫୁଲ୍ ଡ୍ରେସ ରିହରସଲ୍ । ଏଥିରେ ଯୋଗ ଦେଇଛନ୍ତି ୪୪ଟି କଣ୍ଟିନଜେଣ୍ଟ। ସ୍କୁଲ କଲେଜ ଛାତ୍ରଛାତ୍ରୀଙ୍କ ସହିତ ଓଡ଼ିଶା ପୋଲିସ, ଝଙଏ, ଅଗ୍ନିଶମ ବିଭାଗ, ସ୍ଵେଚ୍ଛାସେବୀ ସଂଗଠନ, ଝାଡ଼ଖଣ୍ଡ ପୋଲିସର ଏକ ଟିମ୍ ମଧ୍ୟ ଏଥିରେ ଅଂଶଗ୍ରହଣ କରିଛନ୍ତି । ଏଥର ପରେଡରେ ନେତୃତ୍ୱ ନେଉଛନ୍ତି ଯୁବ ଓଚଝ ଭୋସଲେ ଶୁଭମ ସଞ୍ଜୟ । ସେ ଏବେ ସମ୍ବଲପୁରରେ ଅତିରିକ୍ତ ଏସପି ଟ୍ରେନି ଅଛନ୍ତି ।

ରେଡ ପରେ ପରେ ଡେୟାରଡେଭିଲସ, ସ୍କେଟିଂ ଓ ବିଭିନ୍ନ ଲୋକକଳା ପ୍ରଦର୍ଶନ କରାଯାଇଛି। ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନତି ମୂଳକ ଯୋଜନାର ପ୍ରଜ୍ଞାପନ ମେଢ଼ ମଧ୍ୟ ପ୍ରଦର୍ଶନ କରାଯାଇଛି। ଫୁଲ୍ ଡ୍ରେସ ରିହରସଲରେ ପୋଲିସ ଡିଜି ଯୋଗ ଦେଇ ପୁରା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ