ମୃତକ ପରିବାରକୁ ଜିଲ୍ଲା ନିଖିଳ ଉତ୍କଳ ବାରିକ ସମିତି ପକ୍ଷରୁ ଆର୍ଥିକ ସହାୟତା

ଦେବଗଡ଼:ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକର ମହେନ୍ଦ୍ରପୁର (ଭଣ୍ଡାରିମାଳ)ଗ୍ରାମର ଭୀମସେନ ବେହେରା ମାଙ୍କ ଦେହାନ୍ତ ହୋଇଥିଲା। ତେବେ ଜିଲ୍ଲା ନିଖିଳ ଉତ୍କଳ ବାରିକ ସମିତି ପକ୍ଷରୁ ଏକ ଶୋକ ସଭା କରାଯାଇ ପରିବାରକୁ ସମବେଦନା ଜଣାଇବା ସହ ଜିଲ୍ଲା ପୂର୍ବ ସମ୍ପାଦକ ସଢ଼ାନନ ବସନ୍ତରା,ସାଂଗଠନିକ ସମ୍ପାଦକ ପ୍ରମୋଦ ବାରିକ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଯାଇ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଉପସଭାପତି ଅଶୋକ ବାରିକ,ପଞ୍ଚାନନ ବସନ୍ତରା,ହରିହର ବସନ୍ତରା,ଉତ୍ତମ ବସନ୍ତରା,କ୍ଷିରୋଦ ଚନ୍ଦ୍ର ବସନ୍ତରା,ଅନିଲ ବାରିକ ସମେତ ସମିତିର ବହୁ ସଦସ୍ୟ ଥିଲେ।

  • Related Posts

    ଶୋଇଥିବା ବେଳେ ହାତୀ ଆକ୍ରମଣ, ୪ ଗୁରୁତର

    ବଲାଙ୍ଗୀର :ରାତିରେ ଶୋଇଥିବା ବେଳେ ହାତୀ ଆକ୍ରମଣ। ଗୋଟିଏ ପରିବାରର ୪ ଗୁରୁତର। ବଲାଙ୍ଗୀର ଜିଲ୍ଲା ମୁରିବାହଲ ଥାନା ସରଗୁଲ ଗାଁରେ ହାତୀ ଆତଙ୍କ। ରାତିରେ ଶୋଇଥିବା ବେଳେ ଗାଁରେ ପଶିଥିଲେ ୧୫ ଟିକିଆ ହାତୀ ପଲ। ଆକ୍ରମଣରେ ଗାଁର ଲିଙ୍ଗରାଜ…

    Continue reading
    ସ୍କୁଲ ପ୍ରବେଶ ଫାଟକ ଭୁଶୁଡ଼ି ଦୁଇ ଛାତ୍ର ଆହତ

    ନନ୍ଦପୁର: କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ ହୋଇଛନ୍ତି। ଦୁଇ ଛାତ୍ର ସତ୍ୟ ଖିଲ (୭) ଓ କାମେଶ ଖିଲ (୮)ଙ୍କୁ ନନ୍ଦପୁର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ