ଆଜିଠୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସରକାରୀ କାର୍ୟ୍ୟକ୍ରମରେ ସାମିଲ ହେବେ। ଏହି ଗସ୍ତ ସମୟରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର ମଧ୍ୟ ସୂଚନା ମିଳିଛି। ଓଡ଼ିଶା ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀମାନଙ୍କୁ ଭେଟି ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି।ସେହିପରି ମୁଖ୍ୟମନ୍ତ୍ରୀ ୩ ଦିନିଆ ବିଦେଶ ଗସ୍ତରେ ଯିବାର କାର୍ୟ୍ୟକ୍ରମ ରହିଛି। ୧୮ରୁ ୨୦ ତାରିଖ ପର୍ୟ୍ୟନ୍ତ ସେ ସିଙ୍ଗାପୁର ଗସ୍ତରେ ଯିବେ। ଉତ୍କର୍ଷ ଓଡ଼ିଶା, ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ହେବ ରୋଡ୍ ଶୋ’। ମୁଖ୍ୟମନ୍ତ୍ରୀ ରୋଡ୍ ଶୋ’ରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସିଙ୍ଗାପୁର ଗସ୍ତରେ ଯିବେ।

  • Related Posts

    ଆଜିଠୁ ପାଳନ ହେବ ସେବା ସଂକଳ୍ପ ସପ୍ତାହ

    ଆଜିଠୁ ପାଳନ ହେବ ସେବା ସଂକଳ୍ପ ସପ୍ତାହ। ସରକାର ମୁଖ୍ୟ ଭାବେ ନିରବଚ୍ଛିନ୍ନ ୨୫ ବର୍ଷର ନେତୃତ୍ବ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇ ଏକ ସଂକଳ୍ପ ପାରିତ ହୋଇଛି। ଆଜିଠୁ ସାରା ଦେଶରେ ସେବା…

    Continue reading
    ସାମିଲ ହେବେ ଯୁବ ଓ କଟିଥିବା ଭୋଟର;୨୬ରୁ ଘରକୁ ଘର ବୁଲି ସର୍ଭେ

    ଭୁବନେଶ୍ୱର : ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍‌) ପ୍ରକ୍ରିୟାରେ ବାଦ୍ ପଡ଼ିଥିବା ଓ ଯୁବ ଭୋଟର୍‌ଙ୍କୁ ଭୋଟର୍‌ ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ବୁଧବାର ଠାରୁ ୯ ତାରିଖ ପର୍ଯ୍ୟନ୍ତ ତିନିଦିନିଆ ରାଜ୍ୟବ୍ୟାପୀ ସ୍ବତନ୍ତ୍ର ଅଭିଯାନ ଅନୁ‌ଷ୍ଠିତ ହେବ। ଭୋଟର ତାଲିକାକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ