ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର: ଭାରତୀୟ ପ୍ରଶାସନିକା ସେବାର ବରିଷ୍ଠ ଅବସରପ୍ରାପ୍ତ ଆଏଏସ ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି। ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦିଆଯାଇଥିବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ପରେ ଖାଲି ପଡ଼ିଥିଲା ରାଜ୍ୟ ନିର୍ବାଚନ କମିଶନର ପଦ। ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି।

  • Related Posts

    ବାଣିଶ୍ରୀ ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ

    ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ବାଣିଶ୍ରୀ  ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ । ବୃତ୍ତି ଆବେଦନଗୁଡ଼ିକୁ ଶିକ୍ଷାନୁଷ୍ଠାନ ସ୍ତରରେ ବିଚାରକୁ ନେବା ପାଇଁ ୪୫ ଦିନର ସମୟସୀମା ଧାର୍ଯ୍ୟ…

    Continue reading
    ଚାଷୀଙ୍କ ନିକଟରେ ପହଞ୍ଚିବେ କୃଷି ଛାତ୍ରଛାତ୍ରୀ

    ଭୁବନେଶ୍ବର: ଚାଷୀଙ୍କ ନିକଟରେ ପହଞ୍ଚିବେ କୃଷି ଛାତ୍ରଛାତ୍ରୀ । ଫସଲର ରୋଗପୋକ ନିରୀକ୍ଷଣଠୁ ଆରମ୍ଭ କରି ସରକାରୀ ଯୋଜନା ସମ୍ପର୍କରେ ଚାଷୀଙ୍କୁ ସଚେତନ କରିବେ । ରାଜ୍ୟର ୩୧୪ଟି ବ୍ଲକରେ ନିୟୋଜିତ ହେବେ ୯୬୪ ଜଣ କୃଷି ଛାତ୍ରଛାତ୍ରୀ । ଏଥିପାଇଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ