କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ନିର୍ଯାତନା ପ୍ରତିରୋଧ ପାଇଁ ପ୍ରଶିକ୍ଷଣ ଶିବିର

ଦେବଗଡ଼:ଅତିରିକ୍ତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ନିର୍ଯାତନା ପ୍ରତିରୋଧ ପାଇଁ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋ‌ଇଯାଇଛି।ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁରତି ପ୍ରଧାନଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ମୁଖ୍ୟଅତିଥି, ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ସୃଜନ ସାରସ୍ବତ,ତିଲେଇବଣି ଆଇଟିଡିଏ ପ୍ରକଳ୍ପ ପ୍ରଶାସିକା ସନ୍ଧ୍ୟା ମାଝି,ଜ଼ିଲ୍ଲା ଶିଶୁ ସୁରକ୍ଷା ଅଧକାରୀ ରୋମିଓ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କର୍ମକ୍ଷେତ୍ରରେ ମହିଳାମାନଙ୍କ ଉପରେ ଯୌନନିର୍ଯ୍ୟାତନା ପ୍ରତିରୋଧର ବିଭିନ୍ନ ଆଇନ ସଂପର୍କରେ ସୂଚନା ଦେଇଥିଲେ। ଏଥିରେ ଡେପୁଟି କଲେକ୍ଟର ଏଜଲିନ୍ ବାରା,ପୌର ନିର୍ବାହୀ ଅଧିକାରୀ କଳିଙ୍ଗ ଆଶିଷ ଶତପଥି,ଅତିରିକ୍ତ ଶ୍ରମ ଅଧିକାରୀ ଦିପ୍ତିମୟୀ ରାଉତ୍,ଜିଲ୍ଲା ପଞ୍ଚାୟତ ଅଧିକାରୀ ହେମନ୍ତ ସିଂ, ସିଏସଡିଆର ସଂପାଦକ ରୀତାରାଣୀ ରାଉତଙ୍କ ସମେତ ବିଭିନ୍ନ କଲେଜର ଅଧ୍ୟକ୍ଷ ଓ ସ୍କୁଲର ପ୍ରଧା ଶିକ୍ଷକ ଉପସ୍ଥିତ ଥିଲେ।

  • Related Posts

    ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ପରିବର୍ତ୍ତନ ଉଦ୍ୟମ ନେଇ ସାମ୍ବାଦିକ ସଂଘର ବିରୋଧ

    ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟରତ ସାମ୍ୱାଦିକଙ୍କ ସ୍ୱାସ୍ଥ୍ୟ ସେବା ପାଇଁ “ଗୋପବନ୍ଧୁ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା’ ରହିଛି । ହେଲେ ଏବେ ରାଜ୍ୟ ସରକାର ଏଥିରେ ପରିବର୍ତ୍ତନ କରିବାକୁ ମସୁଧା କରୁଛନ୍ତି । ସାମ୍ବାଦିକଙ୍କ ପାଇଁ ଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା…

    Continue reading
    ଭୁବନେଶ୍ୱରରେ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦଘାଟିତ

    ଭୁବନେଶ୍ବର: ଭାରତର ବ୍ରିକ୍ସ ଅଧ୍ୟକ୍ଷତାରେ ଭୁବନେଶ୍ୱରରେ ଆୟୋଜିତ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନ ଗୁରୁବାର ଅନୁଷ୍ଠିତ ହୋଇଛି । ସମ୍ମିଳନୀରେ ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକର ଶିକ୍ଷାମନ୍ତ୍ରୀ ଓ ପ୍ରତିନିଧିମାନେ ଯୋଗଦେଇ ଶିକ୍ଷା କ୍ଷେତ୍ରରେ ସହଯୋଗ, ନବସୃଜନ ଓ ସ୍ଥାୟୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ