ଜିଲ୍ଲା ଆପାତକାଳୀନ ବୈଠକ

ଦେବଗଡ଼:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ଆପାତକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସମ୍ବଲପୁର ଡିଭିଜନର କାରଖାନା ଏବଂ ବଏଲର୍ସର ଉପ ନିର୍ଦ୍ଦେଶକ ଇଂ ସ୍ୱରୂପ ଜେନା,ସହନିର୍ଦ୍ଦେଶକ ଇଂ ଉମାକାନ୍ତ ସାମନ୍ତରାୟ,ଉପଜିଲ୍ଲାପାଳ ପରିକ୍ଷିତ ସାହୁ ପ୍ରମୁଖ ଯୋଗଦେଇ ଜିଲ୍ଲାରେ ବିଭିନ୍ନ ଦୁର୍ଘଟଣା ଏଡ଼ାଇବା,ଦୁର୍ଘଟଣା ଜନିତ କେମିକାଲ ଟ୍ରାନ୍ସପୋର୍ଟ ଗାଡ଼ି , ଗ୍ୟାସ୍ ଓ ବିଭିନ୍ନ ଦ୍ରବ୍ୟର ପ୍ରତିକାର ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା।ବୈଠକରେ ଏସଡିପିଓ ରମେଶ ମାହାନା,ପ‌ୌର ନିର୍ବାହୀ ଅଧିକାରୀ କଳିଙ୍ଗ ଆଶିଷ ଶତପଥି,ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସଞ୍ଜୟ ପାତ୍ର,ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ମୁକେଶ ଭୋଇଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

  • Related Posts

    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading
    ବନ୍ୟା ପୀଡ଼ିତଙ୍କୁ ରିଲିଫ୍ ବାଣ୍ଟିଲେ ପୋଲିସ କମିଶନର

    ଖୋର୍ଦ୍ଧା: ବନ୍ୟା ପ୍ରଭାବିତ ଅଂଚଳରେ ପୋଲିସ କମିଶନରଙ୍କ ରିଲିଫ ବଣ୍ଟନ। ପୋଲିସ କମିସନର ଏସ୍ ଦେବଦତ୍ତ ସିଂ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ପମ୍ପାଲୋ ପଞ୍ଚାୟତର ଟିଙ୍କିପଡା ଗାଁରେ ରିଲିଫ ବଣ୍ଟନ କରିଛନ୍ତି। ଏହି ଅବସରରେ ବନ୍ୟା ପ୍ରଭାବିତଙ୍କ ସହ ବିଭିନ୍ନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ