କୁଆଖାଇରେ ଭାସିଗଲେ ୨ ଯୁବକ, ଜଣେ ଉଦ୍ଧାର

ଭୁବନେଶ୍ବର: କୁଆଖାଇ ନଦୀରେ ଗାଧୋଇବା ବେଳେ ବୁଡିଯାଇ ଭାସିଗଲେ ୨ ଯୁବକ। ସେମାନଙ୍କ ମଧ୍ୟରୁ ଜଣେ ଯୁବକଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛି। ଉଦ୍ଧାର ଯୁବକ ଜଣକ ହେଲେ ଧଉଳି ଅଞ୍ଚଳ ରୁଦ୍ର ସ୍ବାଇଁ । ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ସତ୍ୟଭାମାପୁର ପଞ୍ଚାୟତ ସାଇ ମନ୍ଦିର ନିକଟରେ ଅଭାବନୀୟ ଘଟଣା ଘଟିଛି।

କୁଆଖାଇ ନଦୀକୁ ୪ ଜଣ ଯୁବକ ଗାଧୋଇବା ପାଇଁ ଆସିଥିଲେ । ଗାଧୋଇବା ସମୟରେ ହଠାତ ୨ ଜଣ ଗଭୀର ପାଣିରେ ବୁଡ଼ିଯାଇଥିଲେ। ସେମାନେ ହେଲେ ଲକ୍ଷ୍ମୀସାଗର ଅଞ୍ଚଳର ଦିବ୍ୟଜ୍ୟୋତି ସ୍ବାଇଁ ଓ ଧଉଳି ଅଞ୍ଚଳର ରୁଦ୍ର ସ୍ବାଇଁ । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି କରି ରୁଦ୍ର ନାରାୟଣଙ୍କୁ ଉଦ୍ଧାର କରିଛି। ଅନ୍ୟ ଜଣଙ୍କ ପତ୍ତା ମିଳି ନାହିଁ। ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ