ଅନିଲ-ହଂସିକାଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର: ରାଜଧାନୀରେ ହାଇ ପ୍ରୋଫାଇଲ୍‌ ଠକେଇ ମାମଲାରେ ଅନିଲ- ହଂସିକାଙ୍କ ଜାମିନ ଖାରଜ କଲେ ଭୁବନେଶ୍ଵର ଏଡିଜେ ୨ କୋର୍ଟ । ଜାନୁଆରୀ ୧୮ ତାରିଖରେ ଉଭୟଙ୍କ ଶୁଣାଣି ହୋଇଥିଲା । ଶୁଣାଣି ପରେ ରାୟ ସଂରକ୍ଷିତ ରଖିଥିଲେ କୋର୍ଟ । ଅନ୍ୟପଟେ ଉଭୟଙ୍କୁ ୫ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କଲା କମିଶନରେଟ ପୋଲିସ । ଏଡିଜେ ୨ କୋର୍ଟରେ ରିମାଣ୍ଡ ଆବେଦନ କରାଯାଇଛି ।

ଅନିଲ- ହଂସିକା ଗିରଫ ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଉଭୟଙ୍କୁ ରିମାଣ୍ଡରେ ଆଣି ଏହି ସମୟରେ ହଂସିକାଙ୍କ ଯୁବତୀ ଚାଲାଣ ଲିଙ୍କ ଖୋଲିବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ । ଝାଡ଼ଖଣ୍ଡରୁ କଲଗାର୍ଲ୍‌ ଆଣି କାହାକୁ ଯୋଗାଇଥିଲେ ହଂସିକା, ତାର ଛାନଭିନ କରିବ କମିଶନରେଟ ପୋଲିସ ।

  • Related Posts

    ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

    ୧୦/୦୪/୨୦୨୬,ଅନୁଗୋଳ:ଅନୁଗୋଳ ଜିଲ୍ଲାରେ ଘଟିଥିବା ଜଣେ ୪ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା କରିବା ଭଳି ସମ୍ବେଦନଶୀଳ ମାମଲାର ଚୁଡାନ୍ତ ରାୟ ଆଜି ପ୍ରକାଶ ପାଇଛି। ଅନୁଗୋଳ ଅତିରିକ୍ତ ଜିଲ୍ଲା ଜଜ ତଥା ସ୍ୱତନ୍ତ୍ର ପୋକ୍ସୋ (POCSO) କୋର୍ଟ ଅଭିଯୁକ୍ତ ବାବୁଲା…

    Continue reading
    ରାଜଧାନୀର ୩ଟି ମନ୍ଦିରରୁ ହୋଇଛି ସିରିଜ ଲୁଟ୍

    ଭୁବନେଶ୍ୱର: ମନ୍ଦିରରୁ ସୁନା ମୂର୍ତ୍ତି ନେଇଗଲେ ଡକାୟତ । କୋଟି କୋଟି ଟଙ୍କାର ଠାକୁରଙ୍କୁ ଚୋରି କରି ନେଇଗଲେ ଲୁଟେରା । କୌଣସି ଉପାନ୍ତ ଗାଁ ନୁହେଁ ରାଜଧାନୀ ଛାତି ଉପରେ ହୋଇଛି ଏଭଳି ଲୁଟ୍ । ଗୋଟିଏ କି ଦୁଇଟି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ