ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ: ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ ପରେ ଚିଫ ଓ୍ବାର୍ଡେନ, ଦୁଇ ଜଣ ଡେପୁଟି ଚିଫ ଓ୍ବାର୍ଡେନ ଓ ସଵୁ ହଷ୍ଟେଲର ଓ୍ବାର୍ଡେନ, ଡେପୁଟି ଓ୍ବାର୍ଡେନମାନେ ଇସ୍ତଫା ଦେଇ ଦେଇଥିଲେ। ଆଜି କୁଳପତି ଚିଫ୍ ଓ୍ବାର୍ଡେନ ଓ ଦୁଇ ଜଣ ଡେପୁଟି ଚିଫ ଓ୍ବାର୍ଡେନଙ୍କ ଇସ୍ତଫା ଗ୍ରହଣ କରିନେଇଛନ୍ତି ।

ଏହା ସହ ପୂର୍ବତନ ଚିଫ୍ ଓ୍ବାର୍ଡେନ ପ୍ରଫେସର ସୁଦର୍ଶନ ମିଶ୍ରଙ୍କ ସ୍ଥାନରେ କେମେଷ୍ଟ୍ରୀ ବିଭାଗର ପ୍ରଫେସର ପୂର୍ଣ୍ଣେନ୍ଦୁ ପାଢିଙ୍କୁ ନୂଆ ଚିଫ୍ ଓ୍ବାର୍ଡେନ ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ଦୁଇ ଜଣ ପୂର୍ବତନ ଡେପୁଟି ଚିଫ ଓ୍ବାର୍ଡେନ ମନୋଜ କୁମାର ଦାସ ଓ ରଶ୍ମି ରେଖା ଶତପଥୀଙ୍କ ସ୍ଥାନରେ ଦିପ୍ତୀ ରାଉତ ଓ ଦ୍ବିତିକୃଷ୍ଣ ବେହେରାଙ୍କୁ ଡେପୁଟି ଚିଫ ଓ୍ବାର୍ଡେନ ଭାବେ ନିଯୁକ୍ତି ଦିଆଯାଇଛି । ଅନ୍ୟ ପ୍ରାୟ ଅଧିକାଂଶ ହଷ୍ଟେଲର ଓ୍ବାର୍ଡେନ ଓ ଡେପୁଟି ଓ୍ବାର୍ଡେନଙ୍କୁ ଅଦଳ ବଦଳ କରାଯାଇଛି।

  • Related Posts

    ଭୋଟ ପାଇଁ ମହାପ୍ରସାଦ ଛୁଆଁଇ ଶପଥ

    ଛାତ୍ର ସଂସଦ ନିର୍ବାଚନ। ଆରମ୍ଭ ହୋଇଛି ଭୋଟିଂ। ଭୋଟିଂ ପୂର୍ବରୁ ରମାଦେବୀ ବିଶ୍ବବିଦ୍ୟାଳୟ ହଷ୍ଟେଲରେ ଟଙ୍କା ବଣ୍ଟା ଯାଉଥିବା ଅଭିଯୋଗ ହୋଇଛି। ଏବିଭିପି ପ୍ରାର୍ଥୀ ନିଜେ ହଷ୍ଟେଲ ଭିତରେ ପଶି ଟଙ୍କା ବାଣ୍ଟୁଥିବାର ଅଭିଯୋଗ କରିଛି ବିସିଜେଡି। ସେପଟେ ଏବିଭିପିର ପ୍ରାର୍ଥୀ…

    Continue reading
    ଶାନ୍ତିପୂର୍ଣ୍ଣ ଓ ଶୃଙ୍ଖଳିତ ଭାବେ ନିର୍ବାଚନରେ ସାମିଲ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

    ଭୁବନେଶ୍ଵର : ଛାତ୍ର ସଂସଦ ନିର୍ବାଚନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଟ୍ବିଟ୍ । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଛାତ୍ର ସଂସଦ ନିର୍ବାଚନ କେବଳ ପ୍ରତିନିଧି ବାଛିବାର ଏକ ପ୍ରକ୍ରିୟା ନୁହେଁ, ବରଂ ଏହା ଗଣତନ୍ତ୍ରର ମୂଳଦୁଆ ଏବଂ ଭବିଷ୍ୟତର ନେତୃତ୍ୱ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି