୪ ମହଲାରୁ ଡେଇଁ ରୋଗୀ ମୃତ

ରାଉରକେଲା: ରାଉରକେଲା ସହରର ଏକ ଘରୋଇ ହସ୍ପିଟାଲରେ ଘଟିଛି ବଡ଼ ଅଘଟଣ। ୪ ମହଲାରୁ ଡେଇଁ ଜଣେ ରୋଗୀଙ୍କର ମୃତ୍ୟୁ ହୋଇଛି। ମୄତକ ଜଣକ ବାଇକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ କାହିଁକି ଏଭଳି ଚରମ ନିଷ୍ପତ୍ତି ନେଲେ ତାହାର କାରଣ ଅସ୍ପଷ୍ଟ ରହିଛି।

ସେପଟେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହସ୍ପିଟାଲରେ ପରିସରରେ ରୋଗୀ ମୃତବରଣ କରିବା ଘଟଣା ପରେ ହସ୍ପିଟାଲର ସୁରକ୍ଷା ବ୍ୟବସ୍ଥା ଉପରେ ଉଠିଛି ନାନା ପ୍ରଶ୍ନ?

  • Related Posts

    ଏଣିକି ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ କାର୍ଯ୍ୟାନୁଷ୍ଠାନ

    ଭୁବନେଶ୍ୱର: ଏଣିକି ସରକାରୀ ଜମିରେ ବେଆଇନ ଗଞ୍ଜେଇ ଚାଷରେ ଲାଗିବ ସମ୍ପୂର୍ଣ୍ଣ ରୋକ୍। ଗଞ୍ଜେଇ ଚାଷ ରୋକିବାକୁ ପ୍ରଶାସନ ପକ୍ଷରୁ ନିରନ୍ତର ଓ ସମନ୍ୱିତ ନିରୀକ୍ଷଣ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯିବ। ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ ଗଜପତି…

    Continue reading
    ତ୍ରିରଙ୍ଗା ତଳେ ଏକତାର ବାର୍ତ୍ତା, ରାଇକିଆରେ ଦେଶପ୍ରେମର ଯାତ୍ରା”

    ରାଇକିଆ: ଭାରତ ସରକାର ଙ୍କ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଏବଂ ଦେଶପ୍ରେମ ଓ ଜାତୀୟତାର ଭାବନାକୁ ଉଜ୍ଜୀବିତ କରି ରାଇକିଆରେ ଏକ ଭବ୍ୟ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଛି। ରାଇକିଆ ବ୍ଲକ ଭାଜପା ପକ୍ଷରୁ ଆୟୋଜିତ ଏହି ତ୍ରିରଙ୍ଗା ଯାତ୍ରାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ