ଗ୍ରାମାଂଚଳରେ ଡାହାଣୀ ଶିକାର ଭୟଙ୍କରିତା ରୋକିବା ପାଇଁ ସଚେତନତା ବୈଠକ

ଦେବଗଡ : ଜିଲ୍ଲାପାଳଙ୍କ ବିକାଶ ଭବନ ସମ୍ମିଳନୀ କକ୍ଷରେ ଆଜି ବ୍ଲକର ଗ୍ରାମାଂଚଳରେ ଡାହାଣୀ ଶିକାର ରୋକିବା ପାଇଁ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ୩ ବ୍ଲକ୍ ର ବିଭିନ୍ନ ଗ୍ରାମରେ ଡାହାଣୀ ଶିକାର ହେଉଥିବା କୁପ୍ରଭାବରୁ ରକ୍ଷା ପାଇବା ପାଇଁ ଏକ ସଚେତନତା କରିବାପାଇଁ ପାଲା ,ଦାସକାଠିଆ ଓ ସଚେତନତା ସଭା କରାଯିବାପାଇଁ ସ୍ଥିରିକୃତ କରାଯାଇଥିଲା । ବୈଠକରେ ଡେପୁଟୀ କଲେକ୍ଟର ସୌମ୍ୟାଶ୍ରୀ, ପ୍ରିୟା ତିର୍କି,ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜୁର,ଜିଲ୍ଲା ସଂସ୍କୃତି ଅଧିକାରୀ ମୁକେଶ ଭୋଇ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ରିଆମାଳ ଆଦିତ୍ୟ ପଣ୍ଡା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ତିଲେଇବଣି ପ୍ରିୟଦର୍ଶିନୀ ମିର୍ଦ୍ଧା,ମିଶନ ଶକ୍ତି ଜ଼ିଲ୍ଲା ପ୍ରକଳ୍ପ ସଂଯୋଜକ ଶିଶିର ଷଡ଼ଙ୍ଗୀ,ଜିଲ୍ଲା ସମାଜ ମଙ୍ଗଳଅଧିକାରୀ ସୁରତି ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର ଓ ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ