ଆଇଟିଡିଏ ପ୍ରକଳ୍ପ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଣାଇ: ସୁନ୍ଦରଗଡ଼ ବଣାଇର ଆଇଟିଡିଏରେ ଥିବା ପ୍ରକଳ୍ପ ଅଧିକାରୀ ଶ୍ରୀ ବିଶ୍ୱଦର୍ଶୀ ସାହୁଙ୍କୁ ଘରେ ଭିଜିଲାନ୍ସ ଚଢ଼ାଉ । ଓଡ଼ିଶାର ୭ଟି ସ୍ଥାନରେ ଭିଜିଲାନ୍ସ ଗୁରୁବାର ଏହି ଚଢ଼ାଉ କରିଥିବା ଜଣାପଡ଼ିଛି । ସ୍ୱତନ୍ତ୍ର ଜଜ୍‌ଙ୍କ ଅନୁମତିରେ ଏହି ଚଢ଼ାଉ କରାଯାଇଥିଲା । ଚଢ଼ାଉରେ ଓଡ଼ିଶା ଭିଜିଲାନ୍ସ ଅଧିକୀରଙ୍କ ସମେତ ଜଣେ ଅତିରିକ୍ତ ଏସ୍‌ପି, ୧୦ ଜଣ ଇନସପେକ୍ଟର ଓ ଅନ୍ୟ ଅଧିକାରୀ ମଧ୍ୟ ସାମିଲ ଥିଲେ । ସୁନ୍ଦରଗଡ଼ରର ବଣାଇ, ଭୁବନେଶ୍ୱର, ବାଲେଶ୍ୱର, ଯାଜପୁର ଆଦି ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଥିଲା ।

ଶ୍ରୀ ସାହୁଙ୍କର ଭୁବନେଶ୍ୱରର ଓଲ୍ଡ ଟାଉନର ଶ୍ରୀରାମ ନଗରରେ ଥିବା ଦୁଇ ମହଲା କୋଠା, ଲକ୍ଷ୍ମୀନଗରର ଭଗବାନଟାୱାର ଓ ଖାରବେଳନଗରେ ଏକ ଫ୍ଲାଟ୍, ବାଲେଶ୍ୱର ଏସ୍‌ଏନ୍‌ ରୋଡ୍‌ରେ ଥିବା ସୁକୁମାର ନାୟକ ଆପାର୍ଟମେଣ୍ଟରେ ଏକ ଫ୍ଲାଟ୍, ଯାଜପୁର ଟାଉନରେ ଥିବା ତାଙ୍କ ସମ୍ପର୍କୀୟଙ୍କ ଘରେ ଓ ସୁନ୍ଦରଗଡ଼ ବଣାଇସ୍ଥିତ ତାଙ୍କ ସରକାରୀ ଅଫିସ୍ ଓ ସରକାରୀ ଘରେ ଭିିଜିଲାନ୍ସ ଚଢ଼ାଉ କରିଥିବା ଜଣାପଡ଼ିଛି ।

  • Related Posts

    ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

    ୧୦/୦୪/୨୦୨୬,ଅନୁଗୋଳ:ଅନୁଗୋଳ ଜିଲ୍ଲାରେ ଘଟିଥିବା ଜଣେ ୪ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା କରିବା ଭଳି ସମ୍ବେଦନଶୀଳ ମାମଲାର ଚୁଡାନ୍ତ ରାୟ ଆଜି ପ୍ରକାଶ ପାଇଛି। ଅନୁଗୋଳ ଅତିରିକ୍ତ ଜିଲ୍ଲା ଜଜ ତଥା ସ୍ୱତନ୍ତ୍ର ପୋକ୍ସୋ (POCSO) କୋର୍ଟ ଅଭିଯୁକ୍ତ ବାବୁଲା…

    Continue reading
    ରାଜଧାନୀର ୩ଟି ମନ୍ଦିରରୁ ହୋଇଛି ସିରିଜ ଲୁଟ୍

    ଭୁବନେଶ୍ୱର: ମନ୍ଦିରରୁ ସୁନା ମୂର୍ତ୍ତି ନେଇଗଲେ ଡକାୟତ । କୋଟି କୋଟି ଟଙ୍କାର ଠାକୁରଙ୍କୁ ଚୋରି କରି ନେଇଗଲେ ଲୁଟେରା । କୌଣସି ଉପାନ୍ତ ଗାଁ ନୁହେଁ ରାଜଧାନୀ ଛାତି ଉପରେ ହୋଇଛି ଏଭଳି ଲୁଟ୍ । ଗୋଟିଏ କି ଦୁଇଟି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ