NTPC BLAST ଏନଟିପିସିରେ ବିସ୍ଫୋରଣ ; ୫ ଗୁରୁତର

ଅନୁଗୁଳ : ଅନୁଗୁଳ ଜିଲା କଣିହାଁ ବ୍ଲକ ଏନଟିପିସି ତାପଜ ବିଦ୍ୟୁତ ଉତ୍ପାଦନ କେନ୍ଦ୍ରର ୟୁନିଟ୍ -୧ ବଙ୍କର-ବିରେ ଭୟଙ୍କର ବିସ୍ଫୋରଣ ଘଟିଛି। ବିଳମ୍ବିତ ରାତିରେ ହୋଇଥିବା ଏହି ବିସ୍ଫୋରଣରେ ୫ ଜଣ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁତର ୫ ଜଣଙ୍କ ମଧ୍ୟରୁ ୨ ଜଣ ଏନଟିପିସି ଓ ୩ ଜଣଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ବିସ୍ଫୋରଣ କାରଣ ଅସ୍ପଷ୍ଟ ଥିବାବେଳେ ଘଟଣାର ତଦନ୍ତ ଜାରି ରହିଛି। ଖବର ପାଇ ଉଚ୍ଚ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସାରିଛନ୍ତି।

  • Related Posts

    ଏଥର ଦଶହରା ପାଗ ଶୁଖିଲା

    ଭୁବନେଶ୍ବର : ମାଲାକ୍କା ସମୁଦ୍ର ସନ୍ଧି ପ୍ରଣାଳୀ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନରୁ ୯.୪କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପୀ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଆଣ୍ଡାମାନ ସାଗର ଅଞ୍ଚଳରେ ପହଞ୍ଚିବ। ଆସନ୍ତା ୧୩ତାରିଖ…

    Continue reading
    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ