Heavy Rain Warning for Odisha ବର୍ଷା : ଆଜି ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ, ଉତ୍ତର, ଉପକୂଳ ସବୁଆଡେ ବର୍ଷିବ। ଅଧାରୁ ଅଧିକ ଜିଲାରେ ବର୍ଷା ସତର୍କତା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ଆଜି ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡିରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।୧୭ ଜିଲ୍ଲାକୁ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ଆଲର୍ଟରେ ରହିଛି।

ଓଡ଼ିଶା ନିକଟରେ ଦୁଇଟି ଘୂର୍ଣ୍ଣିବଳୟ ରହିଛି। ଉତ୍ତର ଓଡ଼ିଶା ଓ ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଝାଡ଼ଖଣ୍ଡ ଉପରେ ଗୋଟିଏ ଓ ଅନ୍ୟଟି ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ରହିଛି। ଏହା ପ୍ରଭାବରେ ଆଗାମୀ ୫ ଦିନ ଯାଏ ଲାଗି ରହିବ ବର୍ଷା।

  • Related Posts

    world athletics continental tour ଆଜି ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍‌ ଟୁର ସିଲଭର୍‌ ମିଟ୍‌, ଶୁଭାରମ୍ଭରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଆଉ କିଛି ଘଣ୍ଟାର ଅପେକ୍ଷା । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେବ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର ମିଟ୍ । କେବଳ ଓଡ଼ିଶା ନୁହେଁ, ଭାରତରେ ଏହି ପ୍ରତିଯୋଗିତା ପ୍ରଥମ ଥର ଆୟୋଜିତ ହେଉଛି ।ଓଡ଼ିଶା ସରକାରଙ୍କ କ୍ରୀଡ଼ା…

    Continue reading
    LOVE ହସ୍ପିଟାଲ୍‌ ଶଯ୍ୟାରୁ ପ୍ରେମିକ ସହ ନାବାଳିକା ଚମ୍ପଟ

    ପୁରୀ: ନାବାଳିକା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମହିଳା ୱାର୍ଡରେ ଆଡମିସନ୍ ହୋଇଥିଲେ । ରାତିରେ ଜଗି ରହିଥିଲେ ମା’ । ସକାଳେ ମା’ ଶୌଚାଳୟକୁ ଯାଇଥିବା ବେଳେ ଶଯ୍ୟାରୁ ଉଠି ପ୍ରେମିକ ସହ ଚମ୍ପଟ ମାରିଛି ନାବାଳିକା । ଝିଅକୁ ଖୋଜିଖୋଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ