ama bus bbsr free journey ଆଜି ଆମ ବସ୍‌ରେ ମହିଳାମାନେ କରିବେ ମାଗଣା ଯାତ୍ରା

ଭୁବନେଶ୍ୱର: ଆଜି ରାକ୍ଷୀ ପୂର୍ଣ୍ଣିମା ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି CRUT (Comprehensive Region Urban Transport) କର୍ତ୍ତୃପକ୍ଷ। ଆଜି ମହିଳାମାନେ ମାଗଣାରେ ‘ଆମ ବସ୍‌’ରେ ଯିବାଆସିବା କରିପାରିବେ।

ଭୁବନେଶ୍ୱର, କଟକ, ପୁରୀ, ରାଉରକେଲା, ସମ୍ବଲପୁର, ବ୍ରହ୍ମପୁର ଓ କେନ୍ଦୁଝର ସହରରେ ମହିଳାମାନେ ‘ଆମ ବସ୍‌’ ସେବା ମାଗଣାରେ ପାଇପାରିବେ। ଏଥିଯୋଗୁ ଆଜି ପ୍ରାୟ ୧ ଲକ୍ଷରୁ ଅଧିକ ମହିଳା ଯାତ୍ରୀ ଉପକୃତ ହେବେ ବୋଲି CRUT ପକ୍ଷରୁ କୁହାଯାଇଛି।
CRUT ପକ୍ଷରୁ ମହିଳା ଯାତ୍ରୀମାନଙ୍କ ଉଦ୍ଦେଶ୍ୟରେ କୁହାଯାଇଛି ଯେ ଦୟାକରି ସେମାନେ ବସ୍‌ ଗାଇଡ୍‌ଙ୍କଠାରୁ ଶୂନ୍ୟ ଭଡ଼ା ଉଲ୍ଲେଖ ଥିବା ଟିକେଟ୍‌ ନିହାତି ସଂଗ୍ରହ କରନ୍ତୁ।

  • Related Posts

    SUBHADRA MONEY ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା

    ନୟାଗଡ଼: ସୁଭଦ୍ରା ଯୋଜନା ଅର୍ଥ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୟାଗଡ଼ ଲାଠିପଡ଼ା ଟାଙ୍ଗି ପଡ଼ିଆ ସୁଭଦ୍ରା ମଞ୍ଚରୁ ପଠାଇଲେ ଟଙ୍କା । ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ଖାତାକୁ ଗଲା ।ଆଜି ମିଳିଛି ସୁଭଦ୍ରାର…

    Continue reading
    POLICE MEETING ଶନିବାର ରାଜ୍ୟ ପୁଲିସର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ

    ରାଜ୍ୟରେ ଆଇନଶୃଙ୍ଖଳା ରକ୍ଷା ଓ ଅପରାଧ ନିୟନ୍ତ୍ରଣ ସମେତ ପୁଲିସ ଡିଜି-ଆଇଜି ସମ୍ମିଳନୀ-୨୦୨୫ରେ ନିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିଗୁଡ଼ିକର ଅଗ୍ରଗତିର ସମୀକ୍ଷା ପାଇଁ ଆସନ୍ତା ଶନିବାର(୨୯ତାରିଖ) ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ