gangadhar meher ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

ଦେବଗଡ଼:ଜଗନ୍ନାଥ ସାହିତ୍ୟ ସଂସଦ ପକ୍ଷରୁ ଆଜି ସ୍ଥାନୀୟ ବାଳକ ପ୍ରାଥମିକ ବିଦ୍ୟାଳୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଓ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଡ.ଭାରତ ଭୂଷଣ ନନ୍ଦଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ପରିକ୍ଷିତ ସାହୁ ମୁଖ୍ୟଅତିଥି, ଅବସରପ୍ରାପ୍ତ କ‌ଲେଜ ଅଧ୍ୟକ୍ଷ ଡ.ବିଜୟ ମହାରଣା, +୩ ମହିଳା କଲେଜର ଅଧ୍ୟକ୍ଷା ଡ. ତନ୍ମୟୀ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଯୋଗ ଦେଇ ଗଙ୍ଗାଧର ମେହେରଙ୍କ ସଂପର୍କରେ ନିଜର ବକ୍ତବ୍ୟ ରଖିଥିଲେ।ଅଧ୍ୟ‌ାପକ ଚିତ୍ତରଞ୍ଜନ ଦାସ ଅତିଥି ପରିଚୟ ପ୍ରଦାନ କରିଥିଲେ।କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ମାର୍କଣ୍ଡେଶ୍ବର ଶତପଥି, ଡ.ରାମଚନ୍ଦ୍ର ମହାପାତ୍ର, ଗୌରହରି ଷଡଙ୍ଗୀ, ରୁବି ଦାଶ,ଜଗମୋହନ ସାହୁ, ଗୋବିନ୍ଦ ଚନ୍ଦ୍ର ସାହୁ,ପଦ୍ମିନୀଦାଶ ମହାପାତ୍ର, ଫକୀର ମୋହନ ଦେହୁରୀ, ସୁମିତ୍ରା ପୁରୋହିତ, କିଶୋର ଚନ୍ଦ୍ର ନନ୍ଦ, ପ୍ରକାଶ ଚନ୍ଦ୍ର ପ୍ରଧାନ, ଦୈତାରୀ ପ୍ରସାଦ ଦ୍ବିବେଦୀ, ଯୁଧିଷ୍ଟିର ଦାଶ, ଉଦୟନାଥ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଚିତ୍ତରଞ୍ଜନ ନାୟକ, ହିମାଂଶୁ ବିଶ୍ବାଳ, ସୁଧିର ଦାସ, ଭବାନୀକାନ୍ତ ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

  • Related Posts

    SUBHADRA MONEY ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା

    ନୟାଗଡ଼: ସୁଭଦ୍ରା ଯୋଜନା ଅର୍ଥ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୟାଗଡ଼ ଲାଠିପଡ଼ା ଟାଙ୍ଗି ପଡ଼ିଆ ସୁଭଦ୍ରା ମଞ୍ଚରୁ ପଠାଇଲେ ଟଙ୍କା । ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ଖାତାକୁ ଗଲା ।ଆଜି ମିଳିଛି ସୁଭଦ୍ରାର…

    Continue reading
    POLICE MEETING ଶନିବାର ରାଜ୍ୟ ପୁଲିସର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ

    ରାଜ୍ୟରେ ଆଇନଶୃଙ୍ଖଳା ରକ୍ଷା ଓ ଅପରାଧ ନିୟନ୍ତ୍ରଣ ସମେତ ପୁଲିସ ଡିଜି-ଆଇଜି ସମ୍ମିଳନୀ-୨୦୨୫ରେ ନିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିଗୁଡ଼ିକର ଅଗ୍ରଗତିର ସମୀକ୍ଷା ପାଇଁ ଆସନ୍ତା ଶନିବାର(୨୯ତାରିଖ) ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ