JUEL ORAM ମୋ ପ୍ରତିଷ୍ଠା ବାବଦରେ ଯଦି କେହି ହାତ ଉଠାଇବ, ତା’ ହାତକୁ କାଟିଦେବି:ଜୁଏଲ ଓରାମ

ଭୁବନେଶ୍ୱର: ରାଉରକେଲା ରାଜନୀତିକୁ ନେଇ ଜୁଲଲ ଓରାମ ଖୋଲା ଚ୍ୟାଲେଞ୍ଜ କରିଛନ୍ତି । ସେ କହିଛନ୍ତି ଯେ ରାଉରକେଲାରେ କିଛି ଲୋକ ମୋତେ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି । କିଛି ଲୋକ ପଇସାପତ୍ର ଖର୍ଚ୍ଚ କରି ବଦନା କରିବାକୁ ଚେଷ୍ଟା କରୁଛନ୍ତି । ସେମାନେ ଭାବୁଛନ୍ତି ଜୁଏଲ ଓରାମ ଡ୍ରପ ହୋଇଗଲେ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବେ । କିନ୍ତୁ ମୁଁ ଏହି ଦଳକୁ ରକ୍ତ ମାଂସ ଦେଇ ଗଢ଼ିଛି । ଏ ଦଳ ମୋତେ ଚିହ୍ନିଛି । ଦଳ ମୋତେ ଯେତିକି ସ୍ଥାନ ଦେଇଛି ତାହା ଯଥେଷ୍ଟ । ମୋ ପ୍ରତିଷ୍ଠା ବାବଦରେ ଯଦି କେହି ହାତ ଉଠାଇବ, ତା’ ହାତକୁ କାଟିଦେବି । ନିର୍ବାଚନ ଲଢ଼ିବିନି ବୋଲି କହିଥିଲି, ଏବେ କହୁଛି ଆଉ ଥରେ ନିର୍ବାଚନ ଲଢ଼ିବି । ମୁଁ ଦେଖିବି ମୋ ବିରୋଧରେ କିଏ କାମ କରୁଛି, ଅବସ୍ଥା କ’ଣ ହେବ? ଅନ୍ୟ ପାଟିରୁ ଆସି ପଇସା ଖର୍ଚ୍ଚ କରି ମୋତେ ଅସ୍ଥିର କରିବାକୁ ଚେଷ୍ଟା କରୁଛନ୍ତି । ମୁଁ ସଂଗଠନ ସମ୍ପାଦକ ମାନସ ମହାନ୍ତିଙ୍କୁ ଏନେଇ ଅବଗତ କରାଇଛି । ଦରକାର ପଡ଼ିଲେ କେନ୍ଦ୍ର ନେତୃତ୍ୱଙ୍କୁ ମଧ୍ୟ ଅବଗତ କରାଇବି । ମୋତେ ଯିଏ ଅପଦସ୍ଥ କରିବାକୁ ଚେଷ୍ଟା କରୁଛି, ତାକୁ ଜାଳି ଶେଷ କରିଦେବି ବୋଲି ଜୁଏଲ ଓରାମ କହିଛନ୍ତି ।

  • Related Posts

    student union election ନିଶ୍ଚିତ ହେବ ଛାତ୍ର ସଂସଦ ନିର୍ବାଚନ :ଅଭିଳାଷ ପଣ୍ଡା

    ଭୁବନେଶ୍ୱର: ରାଜ୍ୟରେ ଦୀର୍ଘ ୯ ବର୍ଷ ହେଲା ହୋଇନାହିଁ ଛାତ୍ର ସଂସଦ ନିର୍ବାଚନ । ଏଥର ହେବ ନା ନାହିଁ ସେନେଇ ବି ସ୍ପଷ୍ଟତା ନାହିଁ। ତଥାପି କିନ୍ତୁ କ୍ୟାମ୍ପସରେ ନିର୍ବାଚନୀ ସଜବାଜ ଆରମ୍ଭ ହୋଇଛି । ତେବେ କାହିଁକି ଛାତ୍ର…

    Continue reading
    student union election ଛାତ୍ର ସଂସଦ ନିର୍ବାଚନ କରିବାକୁ ବିଜେପି ସରକାର ଭୟ କରୁଛନ୍ତି:ଚିନ୍ମୟ ସାହୁ

    ଭୁବନେଶ୍ୱର: ରାଜ୍ୟରେ ଦୀର୍ଘ ୯ ବର୍ଷ ହେଲା ହୋଇନାହିଁ ଛାତ୍ର ସଂସଦ ନିର୍ବାଚନ । ଏଥର ହେବ ନା ନାହିଁ ସେନେଇ ବି ସ୍ପଷ୍ଟତା ନାହିଁ। ତଥାପି କିନ୍ତୁ କ୍ୟାମ୍ପସରେ ନିର୍ବାଚନୀ ସଜବାଜ ଆରମ୍ଭ ହୋଇଛି । ତେବେ କାହିଁକି ଛାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ