BMC ଭୁବନେଶ୍ୱର ବିକାଶ ପାଇଁ BMCର ମାଷ୍ଟରପ୍ଲାନ୍

ଭୁବନେଶ୍ୱର: ସ୍ୱାୟତ୍ତ ଶାସନ ଦିବସରେ BMCର ବଡ଼ ଘୋଷଣା। ଭୁବନେଶ୍ୱର ବିକାଶ ପାଇଁ BMCର ମାଷ୍ଟରପ୍ଲାନ୍। ସ୍ମାର୍ଟ ଓ ସ୍ୱଚ୍ଛ ଭୁବନେଶ୍ୱର ପାଇଁ ହୋଇଛି ବଡ଼ ଯୋଜନା। ଆଜି ସ୍ୱାୟତ୍ତ ଶାସନ ଦିବସରେ ଏଭଳି ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ। ସ୍ୱାୟତ୍ତ ଶାସନ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ହୋଇଛି। ଓଡ଼ିଶାର ପ୍ରଥମ ପେଟ୍ କ୍ରେମେଟାରିୟମ୍ ଠାରୁ ଆରମ୍ଭ କରି ଡ୍ରେନେଜ୍ ମାଷ୍ଟରପ୍ଲାନ୍ , CBG ପ୍ଲାଣ୍ଟ ଓ ବଡ଼ ମାର୍କେଟର ଉନ୍ନତିକରଣ ପାଇଁ ନିଆଯାଇଛି ଏକାଧିକ ପଦକ୍ଷେପ।

ଦାରୁଠେଙ୍ଗରେ ରାସ୍ତା, ପାର୍କ ଓ ଡ୍ରେନ୍ ଭଳି ପ୍ରକଳ୍ପ ସହ ବସ୍ତିବାସିନ୍ଦାଙ୍କୁ ସ୍ଥାୟୀ ଘର ଓ ଠିକଣା ଦେବା ଉପରେ ମଧ୍ୟ ରହିଛି ଫୋକସ୍ । ଏପଟେ ରାଜଧାନୀର ୩୦ଟି ପବ୍ଲିକ୍ ଟଏଲେଟ୍ ରେ STP ବ୍ୟବସ୍ଥା କରାଯାଇ ପାଣିକୁ ପୁନଃବ୍ୟବହାର ଯୋଗ୍ୟ କରାଯିବ। ଅର୍ଥାତ୍ ସ୍ୱାୟତ୍ତ ଶାସନ ଦିବସରେ ସ୍ମାର୍ଟ ଓ ସ୍ୱଚ୍ଛ ଭୁବନେଶ୍ୱର ପାଇଁ BMC ବଡ଼ ରୋଡମ୍ୟାପ୍ ପ୍ରସ୍ତୁତ କରିଛି ।

  • Related Posts

    HIRAKUD DAM ହୀରାକୁଦ:୮ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରି

    ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ଖୋଲାଯାଇଛି। ଏବେ ମୋଟ ୮ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଜଳଭଣ୍ଡାରର ଜଳସ୍ତର ୬୨୫ ଫୁଟ୍‌ରେ ସ୍ଥିର ରହିଛି।ବର୍ତ୍ତମାନ ପ୍ରତି ସେକେଣ୍ଡରେ ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୩୬…

    Continue reading
    mao dump ୩ଟି ମାଓ ଡମ୍ପ ଠାବ, ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ

    ମାଲକାନଗିରି: ଛତିଶଗଡ଼ ପୁଲିସକୁ ବଡ଼ ସଫଳତା। ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ଠାବ ହେଲା ୩ଟି ମାଓ ଡମ୍ପ । ସୁକୁମା ଜିଲ୍ଲାର କୋଣ୍ଟା ଥାନା ଅନ୍ତର୍ଗତ ବେଲପେଚା ଜଙ୍ଗଲରେ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେସନ କରିବା ବେଳେ ଠାବ ହୋଇଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ