ragging in school ପୁଣି ସ୍କୁଲରେ ରାଗିଂ

ରାୟଗଡ଼ା : ପୁଣି ସାମ୍ନାକୁ ଆସିଲା ଛାତ୍ର ନିର୍ଯ୍ୟାତନା ଘଟଣା। ଜଣେ ଜୁନିୟର ଛାତ୍ରଙ୍କୁ ସିନିୟର୍ ଛାତ୍ର ମାଡ ମାରିଥିବା ଅଭିଯୋଗ । ଖାଲି ମାଡ଼ ନୁହେଁ ଲୁଗା ସଫା କରିବା,ବାସନ ମଜାଇବା କାମରେ ଲଗାଇବା ଭଳି ଗୁରୁତର ଅଭିଯୋଗ ହୋଇଛି । ଏଭଳି ଘଟଣା ଘଟିଛି ରାୟଗଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ।

ସୂଚନା ଅନୁସାରେ, ରାୟଗଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଜୁନିୟର ଛାତ୍ରଙ୍କୁ ସିନିୟର୍ ଛାତ୍ର ମାଡ ମାରିଥିବା ଅଭିଯୋଗ ହୋଇଛି । ଏହାସହ ତାଙ୍କୁ ବାସନ ମଜେଇବା ଓ ଲୁଗାସଫା କାମରେ ଲଗାଇଥିବା ଅଭିଯୋଗ ହୋଇଛି । ଜୁନିୟର ଛାତ୍ରର ବାମ ହାତରେ ଆଘାତ ଲାଗିଥିବା ବେଳେ ଏହି ଘଟଣାକୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଚାପିଦେବାକୁ ଉଦ୍ୟମ କରୁଛନ୍ତି । ଏନେଇ ସ୍ଥାନୀୟ ଲୋକ ନିର୍ଯ୍ଯାତନାର ଶିକାର ହୋଇଥିବା ଛାତ୍ରର ପରିବାରକୁ ଜଣାଇଛନ୍ତି । ହେଲେ ଏପର୍ଯ୍ୟନ୍ତ ଏନେଇ ସ୍କୁଲ କର୍ତ୍ତୃପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳିନି । ଛାତ୍ର ନିର୍ଯ୍ୟାତନା ନେଇ ପ୍ରଶାସନ ପାଖରେ ମଧ୍ୟ ଖବର ନାହଁ ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ