ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ଦେବଗଡ଼:ତିଲେଇବଣି ବ୍ଲକର କଳାମାଟିସ୍ଥିତ ଏକଲବ୍ୟ ଆଦର୍ଶ ବିଦ୍ୟାଳୟ‌ରେ ଆଜି ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସୋସିଆଲ ମିଡିଆର ସୁରକ୍ଷା ଓ ସାଇବର ଆଇନ ସଂପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ସୃଜନ ସାରସ୍ବତ, ରିମ‌ାଣ୍ଡ ଆଡଭୋକେଟ ଜୟନ୍ତ କିଶୋର ମହାନ୍ତି, ବିଦ୍ୟାଳୟର ଅଧ୍ୟକ୍ଷ ଡୋମନ ଏକ୍କା, ଅଧ୍ୟାପକ ମନୋରଞ୍ଜନ ବାରିକ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଆଇନ ସଂପର୍କରେ ସଚତେନ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର କର୍ମଚାରୀମାନେ ସହଯୋଗ କରିଥିଲେ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ