cm mohan majhi ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁଏଇର କ୍ୟାବିନେଟ୍ ସଦସ୍ୟ ତଥା ଅର୍ଥନୀତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଏବଂ ଅନ୍ତର୍ଜାତୀୟ ବିନିଯୋଗ ପରିଷଦର ଅଧ୍ୟକ୍ଷ ମହାମହିମ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ବୈଠକ କରିଛନ୍ତି।

ଓଡ଼ିଶା ଏବଂ ୟୁଏଇ ମଧ୍ୟରେ ଅର୍ଥନୈତିକ ଏବଂ ପୁଞ୍ଜିନିବେଶ ସମ୍ପର୍କକୁ ସୁଦୃଢ଼ କରିବା ନେଇ ଆଲୋଚନା କରାଯାଇଛି। ଏଥିରେ ଓଡ଼ିଶାରେ ନୂତନ ପୁଞ୍ଜିନିବେଶ ସୁଯୋଗ ଅନ୍ୱେଷଣ କରିବାକୁ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ ଓଡ଼ିଶାର ଅନୁକୂଳ ବାଣିଜ୍ୟ ପରିବେଶ, ଦୃଢ଼ ଶିଳ୍ପ ପରିବେଶ ଏବଂ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ପୁଞ୍ଜିନିବେଶ ସମ୍ଭାବନାକୁ ଉପସ୍ଥାପନ କରିବା ସହ ୟୁଏଇର ନିବେଶକମାନଙ୍କୁ ଓଡ଼ିଶାରେ ସୁଯୋଗ ଅନ୍ୱେଷଣ ଏବଂ ପୁଞ୍ଜିନିବେଶ କରିବାକୁ ଆମନ୍ତ୍ରଣ କରିଛନ୍ତି।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ